-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||     

HOME   ଜିଲ୍ଲା

ସାମ୍ବାଦିକ ତଥା ସମାଜସେବୀ କ୍ରିଷ୍ଣା ସେଠୀ ଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି

19-Jan-2025



ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋରର ସାମ୍ବାଦିକ ତଥା ସମାଜସେବୀ କ୍ରିଷ୍ଣା ଚନ୍ଦ୍ର ସେଠୀଙ୍କୁ ସମ୍ମାନଜନକ ଡକ୍ଟରେଟ ସମ୍ମାନରେ ସମ୍ମାନୀତ କରାଯାଇଛି। ନୂଆଦିଲ୍ଲୀ ସ୍ଥିତ ଦ କେସ୍ଟଲ ଅଫ୍ ଆର୍ଟ ଥିଏଟର  ଦଶମେଶ୍ ପ୍ଲାଜା ଫରିଦାବାଦ୍ ରେ ମେଜିକ୍ ଏଣ୍ଡ ଆର୍ଟ ୟୁନଭରସିଟି ପକ୍ଷରୁ ଏକ ବର୍ଣ୍ଣାଢ଼୍ୟ ସମାରୋହରେ ଦେଶର ବିଭିନ୍ନ ପ୍ରାନ୍ତରୁ ଚୟନ ହୋଇଥିବା ପ୍ରତିଭାଙ୍କୁ ଡକ୍ଟରେଟ୍ ସମ୍ମାନରେ ସମ୍ମାନୀତ କରାଯାଇଛି। ଏହି ଅବସରରେ କ୍ରିଷ୍ଣା ସେଠୀ ଙ୍କୁ ସାମ୍ବାଦିକତା ଓ ସମାଜସେବା କ୍ଷେତ୍ରରେ ଉତ୍କର୍ଷ କାର୍ଯ୍ୟ ଯୋଗୁଁ ଏହି ସମ୍ମାନଜନକ ଉପାଧି ପ୍ରଦାନ କରାଯାଇଥିଲା। ଏହି ବର୍ଣ୍ଣାଢ଼୍ୟ ସମାରୋହରେ ଡଃ ସି. ପି ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଡ଼ଃ ହିମାଂଶୁ ଅରୋରା, ଡଃ ରାମ ଅବତାର ଶର୍ମା, ଡଃ ରାଜେନ୍ଦ୍ର ସାଇନି ସମ୍ମାନିତ ଅତିଥି ଭାବେ ଡ଼ଃ କୋମଲ ଯାଦବ, ଡଃ ସ୍ବାତୀ ଅରୋରା, ଶ୍ରୀମତୀ ପୁନମ ଭାଟିଆ, ଡଃ ଏସ୍ କେ ରୋହିଲା ମଞ୍ଚାସୀନ ହୋଇଥିଲେ। ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିଭା ମାନଙ୍କୁ ଅତିଥି ମାନେ ମାନପତ୍ର, ଟ୍ରଫି ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ।ଏହା ଆମ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କ ଭିତରେ ଗୌରବ,ସମ୍ମାନ ଏବଂ ପ୍ରଶଂସା ସୃଷ୍ଟି କରେ ।

(ପରମେଶ୍ଵର ମେହେରଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026
  ରାଜ୍ୟ  
ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   11-May-2026
  ଜିଲ୍ଲା  
ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ   11-May-2026
  ଜିଲ୍ଲା  
ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   11-May-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   11-May-2026
  ଜିଲ୍ଲା  
୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    11-May-2026
  ଜିଲ୍ଲା  
ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା   11-May-2026

You Might Also Like