-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ସମ୍ବିଧାନ ସୁରକ୍ଷା ମଞ୍ଚର ପୁଷପୁନୀ ଭେଟଘାଟ କାର୍ଯ୍ୟକ୍ରମ

19-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସମ୍ବିଧାନ ସୁରକ୍ଷା ମଞ୍ଚ ପକ୍ଷରୁ ତୃତୀୟ ବର୍ଷ ପୁଷପୁନି ଭେଟଘାଟ ବରଗଡ଼ ସୌଖିନ କଳାକାର ମଞ୍ଚ ଠାରେ ପାଳିତ ହୋଇଯାଇଛି। ମଞ୍ଚ ତରଫରୁ ରୁ ପ୍ରଥମେ ସାଂକୃତିକ ଶୋଭାଯାତ୍ରା ବାହାରି ଟାଉନ ଥାନା ପର୍ଯ୍ୟନ୍ତ ଯାଇ ଥିଲା ପରେ ସଂକୃତି ପରମ୍ପରା କୁ ବଜାୟ ରଖି ଆମ ଅଞ୍ଚଳର ଗଣ୍ଡା ବଜା ଡାଲଖାଇ ସାଂକୃତିକ କାର୍ଯ୍ୟକ୍ରମ କରାଯାଇଥିଲା। ଆବାହକ ପବିତ୍ର ଦେହେରୀ ମଞ୍ଚ ପରିଚାଳନା କରିଥିବା ବେଳେ ସର୍ବଶ୍ରୀ ନିହାଲ ସିଂ,ଡ଼ ଲଲାଟେନ୍ଦୁ ନାୟକ, ମେଘନାଥ ପଧାନ, ଶିବ ଶଙ୍କର ପଧାନ, ଅଶୋକ ପଶାୟତ, ଆଶୁତୋଷ ରଥ, ମାରିୟମ ବାର୍ଲା, ରମେଶ ମହାପାତ୍ର, ବିନ୍ଦୁ ମଳିକ ମଞ୍ଚାସିନ ହୋଇଥିଲେ।  ସମସ୍ତ ସାଂକୃତିକ ଦଳ ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଛି ଏବଂ ବିର୍ସା ମୁଣ୍ଡା ସାଂକୃତିକ ଦଳ ମୁଣ୍ଡପଡା ତରଫରୁ ପ୍ରାରମିକ ସଂଗୀତ ଗାନ କରି ସମସ୍ତ କୁ ସ୍ୱାଗତ ସମର୍ଦ୍ଧନା ଜଣାଇଥିଲେ। ପରେ ନାଚ ଗୀତ ସହିତ ଛେର ଛେରା ମଗାଯାଇଥିଲା ଏବଂ ଛ ତୁନ ନ ଭଜା , ଲେଥା ତୁନ ଡାକ ବଜା, ପିଠାପନା ସ୍ୱାଦିଷ୍ଟ ଭୋଜନ କରାଯାଇଥିଲା। ନମିତା ଦୀପ, ସୀମା ଦୀପ, ବଳରାମ ଦୀପ, ସଞ୍ଜୟ ଦେହେରୀ, ସନୁ କର୍ଣ୍ଣାଲ, ବିଜୟ ଲକ୍ଷ୍ମୀ ବେହେରା, ସନ୍ତୋଷିନୀ ନାଗ ସମ୍ପାଦକ ଦିନେଶ ଅଗ୍ରୱାଲ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like