-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା କ୍ରୀଡ଼ା ସଂଘ ପକ୍ଷରୁ ବକ୍ସିଂ ଚୟନ ଶିବିର ଅନୁଷ୍ଟିତ -

19-Jan-2025



(ମନୋରଞ୍ଜନ ତ୍ରିପାଠୀ )
- ଜିଲ୍ଲା କ୍ରୀଡ଼ା ସଂଘ, ସୁବର୍ଣ୍ଣପୁର ଆନୁକୂଲ୍ୟରେ ଆଜି ଗାନ୍ଧୀ ଷ୍ଟାଡ଼ିୟମ ଗ୍ୟାଲେରୀରେ ଏକ ବକ୍ସିଂ ଚୟନ ଶିବିର ଅନୁଷ୍ଠିତ ହୋଯାଇଅଛି । ଏହି ବକ୍ସିଂ ଚୟନ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାରୁ ମୋଟ ୨୧ ଜଣ ବକ୍ସର ଅଂଶଗ୍ରହଣ କରିଥିଲେ । ଏହି ଚୟନ ଶିବିରରେ ୟୁଥ୍ ଓମେନ୍ ରେ କାଜଲ ସେଠୀ ଓ ସଜନାସିନି ପର୍ଟିଆ ଚୟନ ହୋଇଥିବାବେଳେ, ଜୁନିଅର୍ ଓମେନ ରେ ବିଷ୍ଣୁପ୍ରିୟା ସିଂ, ଅର୍ଜିତା ପଧାନ, ପ୍ରତିମା ମହାନନ୍ଦ, ପାୟଲ ସିଂ ଚୟନ ହୋଇଛନ୍ତି । ଜାନୁୟାରୀ ୨୧.୦୧.୨୦୨୫ରେ ବିଜୁ ପଟ୍ଟନାୟକ ହକି ଷ୍ଟାଡ଼ିୟମ, ରାଉରକେଲାରେ ହେବାକୁ ଯାଉଥିବା ରାଜ୍ୟ ସ୍ତରୀୟ ବକ୍ସିଂ ଚୟନ ଶିବିରରେ ଏହି ୬ ଜଣ ବକ୍ସର ସୁବର୍ଣ୍ଣପୁର ଜିଲ୍ଲାରୁ ପ୍ରତିନିଧୁତ୍ୱ କରିବେ । ଏହି କୃତି ୬ ଜଣ ପ୍ରତିଯୋଗୀଙ୍କୁ ଜିଲ୍ଲା କ୍ରୀଡ଼ା ସଂଘର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ପିୟୁଷ କୁମାର ପଣ୍ଡା  ଶୁଭେଚ୍ଛା ଓ ସଫଳତା କାମନା କରି  ଉନ୍ନତ ଖେଳ ପ୍ରଦର୍ଶନ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ଏହି ଶିବିରରେ ସୁଷ୍ଟିମୋକ୍ଷା ପ୍ରଶିକ୍ଷକ ରାଜେଶ କୁମାର ମେଷୁଲି, କୃତିବାସ ଶତପଥି, ବ୍ରଜଗୋପାଳ ପଣ୍ଡା, ହେମନ୍ତ ରାଉତ, ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘର ଉପ-ସଭାପତି ଶ୍ରୀ ଚିତରଂଜନ ତରାସିଆ, ସହ-ସମ୍ପାଦକ ଶ୍ରୀ ନନ୍ଦକିଶୋର ତ୍ରିପାଠୀ, ଫୁଟବଲ ସମ୍ପାଦକ ଶ୍ରୀ ରାଜୀବ କୁମାର ସାହୁ, ଭଲି ବଲ ସମ୍ପାଦକ ପୁରୁଷୋତ୍ତମ ପାଣିଗ୍ରାହୀ, ଭୁକୁଲୁ ବକ୍ସି, କଲିମ ମହମ୍ମଦ, ଗୌରିଶ୍ୟାମ ପଣ୍ଡା, ଦିଲ୍ଲିପ ଗୁରୁ, ବଳରାମ ପଟ୍ଟନାୟକ, ଗୋପାଳ ବରେଇ, ଜିତେନ୍ଦ୍ର ସାହୁ, ଆଦିତ୍ୟ କିଶୋର ଦାନୀ, କମଳାକାନ୍ତ ସାହୁ, ବି.ସତ୍ୟନାରାୟଣ ରାଓ, ଗତିକୃଷ୍ଣ ମିଶ୍ର, ସୁଦର୍ଶନ ପଣ୍ଡା, ଦିଗାମ୍ବର ଶତପଥି ,ସନ୍ତୋଷ ପାଢ଼ୀ, ସଦା ସାହୁ, ବିକାଶ ପଣ୍ଡା, ପୁରେନ୍ଦ୍ର ନାଏକ ଓ ଜିଲ୍ଲା କ୍ରିଡ଼ା ସଂଘର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like