-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ ବଲାଙ୍ଗିର ଶାଖାର ଜିଲ୍ଲାସ୍ତରୀୟ ସାଧାରଣ ସଭା ଅନୁଷ୍ଠତ

19-Jan-2025



ବଲାଙ୍ଗିର:  ସଦେଇପାଲି ପାଖରେ ଏହି ପରିଷଦର ସଭା ଅନୁଷ୍ଠିତ ହୋଯାଇଅଛି |ସଭାପତି ମୀନକେତନ ମାଝୀ ଏଥିରେ ସଭାପତିତ୍ବ କରି ସଭାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ମତ ରଖିଥିବା ବେଳେ ସମ୍ପାଦକ ରବୀନ୍ଦ୍ର କୁମାର ସୁନା ଓ ସହ ସମ୍ପାଦକ ନୀଳକଣ୍ଠ ସୁନା ବିଗତ ଦିନରେ ଅନୁଷ୍ଠିତ ସଭାର ବିବରଣୀ ପାଠ କରିଥିଲେ |ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ଯଥା ପଦୋନ୍ନତି, ପ୍ରତିନିଧିତ୍ଵ ଓ ସଦସ୍ୟତା ଅଭିଯାନ ସମ୍ପର୍କରେ ବିସ୍ତୃତ ଆଲୋଚନା

ହୋଇଥିଲା |ଜିଲ୍ଲାର ସମସ୍ତ ବ୍ଲକ୍ ସ୍ତରୀୟ କମିଟି କିଭଳି ଗଠନ ହୋଇପାରିବ ଆଲୋଚକମାନେ ମତ ରଖିଥିଲେ | ରାଜ୍ୟ ସ୍ତରରେ ସଦସ୍ୟତା ଗ୍ରହଣ କରିବା ପାଇଁ ସମସ୍ତ ସରକାରୀ କର୍ମଚାରୀ ଗୁରୁତ୍ବ ଦେବାକୁ ଅନୁରୋଧ କରାଯାଇଥିଲା| ଜିଲ୍ଳା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ତରଣୀ ସେନ ସୁନା, ପ୍ରିୟବ୍ରତ କୁମ୍ଭାର ବିଡ଼ିଓ ଦେଓ ଗାଁ, ଭୀମ ସେନ ବାଗ, ଗଣେଶ ମାଝୀ, ପ୍ରଫେସର ଅକ୍ଷୟ ସେଠ୍, ସଦାନନ୍ଦ ମଲ୍ଲିକ,ଡାକ୍ତର ମନମୋହନ ବାଗ, ରତିନ୍ଦ୍ର ରାଏ, ବିଶ୍ଵାମିତ୍ର ନାଗ, ଅକ୍ରୁର ସୁନା, କାର୍ତ୍ତିକ ହରପାଲ୍, ଖୁସିରାମ ମଲ୍ଲିକ, ଲୋକନାଥ ସୁନା, ଇଂଜିନିୟର ସୁରେନ୍ଦ୍ର କୁମାର ଭୋଇ,

ହସ୍ତଶିଳ୍ପ ସହ ନିର୍ଦ୍ଦେଶକ ଅଜିତ୍ କୁମାର ଭୋଇ, ପ୍ରଦୀପ ନାଗ, ସବିତା ମହରା ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ | ଗୁଡ଼ଭେଳା ଓ ପାଟଣାଗଡ ବ୍ଲକ ପରିଷଦକୁ  ଅନୁମୋଦିତ ଚିଠି ପ୍ରଦାନ କରାଗଲା|କମଳ ଲୋଚନ ବିଶ୍ଵାଳ, ଫୁଳନ୍ତି ଗୁରିଆ, ସୁରେନ୍ଦ୍ର ସେଠ୍, ସଦାନନ୍ଦ ଭୋଇ, ସହଦେବ ଧରୁଆ, ଦହିତ ଭୋଇ, ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ | ସଭାକୁ ଡ଼. କୌତୁକ ପନ୍ଦର ଓ ନେପାଳ ବାଗ ପରିଚାଳନା କରିଥିବା ବେଳେ, ବୃନ୍ଦାବନ ନାଗ ଧନ୍ୟବାଦ୍ ଅର୍ପଣ କରିଥିଲେ | ଏହି ସଭାରେ ଜିଲ୍ଲାର ଶତାଧିକ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like