-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||     

HOME   ଜିଲ୍ଲା

*ଆସନ୍ତା ଫେବୃୟାରୀ ୧୩ ରେ ହେବ ଡାବୁଗାଁ ମଣ୍ଡେଇ। ପାରମ୍ପରିକ ବୈଠକ ବେହେରନ୍ ରେ ନିଆଗଲା ନିଷ୍ପତ୍ତି*

19-Jan-2025



ନବରଙ୍ଗପୁର:(-ମିହିର ଶଙ୍କର ପାତ୍ର)  ରବିବାର ଅପରାହ୍ନ ୫:୩୦ସମୟରେ ଡାବୁଗାଁ ସଦର ମହକୁମା ସ୍ଥିତ ବାବା ଭୈରବ ଙ୍କ ମନ୍ଦିର ନିକଟରେ ଡାବୁଗାଁ ଅଞ୍ଚଳର ଗ୍ରାମବାସୀ ମାନେ ଏକତ୍ରିତ ହୋଇ ପାରମ୍ପରିକ ବୈଠକ (ବେହେରନ୍) ହୋଇଥିଲା । ଏହି ବୈଠକରେ ସମସ୍ତଙ୍କ ମତାମତ ନେବା ପରେସ୍ତିର ହେଲା ଆଗାମୀ ୬ ତାରିଖରେ ଡାବୁଗାଁ ରେ ଦୁଲାରଡେଇ ବଜାର ହେବ।୧୨ତାରିଖ ରେ ଡାବୁଗାଁର ଇଷ୍ଟ ଦେବ ବାବା ଭୈରବ ବା ବଡ଼ଦେବତାଙ୍କ ପୂଜା ହେବ ଓ ଫେବୃଆରୀରେ ଡାବୁଗାଁ ପାରମ୍ପରିକ ମଣ୍ଡେଇ ହେବ।ସବୁବର୍ଷ ଭଳି ଏବର୍ଷ ମଧ୍ୟ୍ୟ ଧୂମଧାମ ରେ ପାଳନ କରିବା ପାଇଁ ସ୍ଥିର ହେଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026

You Might Also Like