-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଉନ୍ମୋଚିତ ହେଳା କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପ୍ରତୀକ

20-Jan-2025



କଣ୍ଟାବାଞ୍ଜି: ଚଳିତ ବର୍ଷ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହର ରେ ମାର୍ଚ୍ଚ ୧୦,୧୧ ଏବଂ ୧୨ ତାରିଖ ତିନି ଧରି ଧୁମଧାମ ରେ ପାଳିତ ହେବାକୁ ଯାଉଛି କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ୨୦୨୫ ଏହାକୁ ଆବାହକ ପୁଷ୍ପକେତୁ ବେହେରା ଆହ୍ବାନ କ୍ରମେ କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ସଭାପତି ବ୍ରଜ ଶ୍ୟାମ ଗୁରୁ ଙ୍କ ସଭାପତିତ୍ବ ରେ କଣ୍ଟାବାଞ୍ଜି ରୋଡ ନଂ ୩ ସ୍ଥିତ ହରି ଭବନ ଠାରେ ରବିବାର ସନ୍ଧ୍ୟାରେ ଏକ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଅଛି। ଏହି ଅବସରରେ ଅତିଥି ଭାବେ ବରିଷ୍ଠ ସମାଜସେବୀ ଶିବାଜୀ ମାହାନ୍ତି, କଣ୍ଟାବାଞ୍ଜି ନଗରପାଳ ବରୀୟାମ ସିଂ ସାଲୁଜା ଯୋଗ ଦେଇ କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ୨୦୨୫ ର ପ୍ରତିକ ଉନ୍ମୋଚନ କରିଥିଲେ। ଏହି ଅବସରରେ ଅତିଥି ମାନେ ତାଙ୍କ ଅବିଭାଷଣ ରଖିଥିଲେ। ପହେଲା ମାଟି ପରେ ପାର୍ଟି ବାର୍ତ୍ତା ଦେଇ ଏହି ମାଟିର୍ ମହୋତ୍ସବ ସଫଳ କରିବାକୁ ଆହ୍ବାନ କରିଥିଲେ। ଏବଂ ଅତିଥି ମାନେ ଏହି ମହୋତ୍ସବ କୁ ସବୁ ପ୍ରକାର ସହଯୋଗ କରିବାକୁ କମିଟି ସଦସ୍ଯ ଙ୍କୁ ଘୋଷଣା କରିଥିଲେ। ଏହି ମହୋତ୍ସବ ମଞ୍ଚରେ ରାଜ୍ଯ ତଥା ରାଜ୍ଯ ବାହାରୁ ବିଭିନ୍ନ କଳାକାର ଆସି ତାଙ୍କ ପ୍ରତିଭା କେମିତି ପରିବେଷିତ କରିବେ ସେନେଇ ଆଗାମୀ ଖସଡା ମଧ୍ଯ ପ୍ରସ୍ତୁତ କରାଯାଉଛି ଥିବା ଜଣାପଡିଛି। କାର୍ଯ୍ଯକାରୀ ସଭାପତି ବିରଞ୍ଚି ନାରାୟଣ ଦାଶ, ସମ୍ପାଦକ ମନୋଜ ଦାସ, ସମାଜସେବୀ ଶ୍ରୀବଛ ବେହେରା, ପ୍ରମୁଖ ମଞ୍ଚାସିନ ଥିବା ବେଳେ ଉପ ସଭାପତି ‌ସନ୍ତୋଷ ଅଗ୍ରୱାଲ,ନିଶିକାନ୍ତ ମହାପାତ୍ର, କୈଳାଶ ଦୀପ,ସହ ସମ୍ପାଦକ  ଦିନେଶ ମହାନନ୍ଦ, ଆଶିଷ ବଦ୍ରୀ, ରାଜେନ୍ଦ୍ର ବେହେରା
ଯୁଗ୍ମ କୋଷାଧ୍ୟକ୍ଷ ଯୁଗଳ କିଶୋର ଶବର, ଆଇନ ପରାମର୍ଶଦାତା ବିବେକ ଶର୍ମା, ପ୍ରଚାରକ  ରୋହନ କୁମାର ମହତ, ସାଂସ୍କୃତିକ ସଂଯୋଜକ ରଶ୍ମିରଞ୍ଜନ ପୁଟେଲ ,
ସାଂସ୍କୃତିକ ସମ୍ପାଦକ ଅମରରେନ୍ଦ୍ର ବାଗ, କାର୍ଯ୍ୟ କାରିଣୀ ସଦସ୍ୟ  ବିମଳ ହାତୀ, ଇକୁ ବେହେରା, ନାଗେଶ୍ୱର ଦୀପ, ରାଜୁ ବାରିକ, ପ୍ରମାନଦ ପୁଟେଲ, ଛୋଟୁ ବେହେରା,ପ୍ରଦୀପ ବାଘା,ଇଲୁ ନାଗ, ସତ୍ୟନାରାୟଣ ଅଗ୍ରୱାଲ, ସେହେବାଜ ଖାନ,ସୋନୁ ସତପଥି,ବିଟୁ ସଂଘା,ବାବୁ ବାଗ,ଉମାକାନ୍ତ ମହାନନ୍ଦ,  ସମାଜସେବୀ ଅଜୟ ଶର୍ମା, ଶେଷଦେବ ପୁଟେଲ ଙ୍କ ସହ ସହର ବିଭିନ୍ନ ସାମାଜିକ ସଂଗଠନ ବ୍ୟକ୍ତି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ସାମ୍ବାଦିକ ତଥା କମିଟି ର ସହ ସମ୍ପାଦକ ତୁଳସୀ ରାମ ଜଗତ ମଂଚପରିଚାଳନା କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like