-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||     

HOME   ଜିଲ୍ଲା

*ପୋଲିସର ଉପସ୍ଥିତିରେ ବଡନୀ ଗ୍ରାମର ମଣ୍ଡେଇରେ ଚାଲିଲା ଖୁଡୁ ଖୁଡ଼ି ଜୁଆ ଖେଳ*

20-Jan-2025



(ମିହିର ଶଙ୍କର ପାତ୍ର,)
     ଝରିଗାଁ ବ୍ଲକ ବଡନି ଗ୍ରାମରେ ଅଜି ଆଦିବାସୀ ମଣ୍ଡେଇ ପାଳିତ ହୋଇଯାଇଛି। ଏହି ଅବସରରେ ବଜାର ବସିଥିବା ବେଳେ ରାତ୍ରୀରେ ବହୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଝରୀଗାଁ ବ୍ଲକ ଏକ ଆଦିବାସୀ ଅଧୁଷିତ ଅଞ୍ଚଳ ହୋଇଥିବା ବେଳେ ବର୍ତ୍ତମାନ ଚାଷୀ ନିଜ ଚାଷ ଅମଳ କରି ବିକିବା ସମୟ.। କିନ୍ତୁ ଏହି ସମୟରେ ଜୁଆ ଖେଳାଳି ମାନେ ସଜାଗ ହୋଇ ନିରୀହ ଗରିବ ଆଦିବାସୀ ଚାଷୀ ମାନଙ୍କୁ ନାଟ ବଜାର ଯାତ୍ରା ମଣ୍ଡାଇ ଠାରେ ଲୁଟିବା ପାଇଁ ଏହି ଖୁଡ଼ ଖୁଡି ଖେଳ ଆରମ୍ଭ କରନ୍ତି। ଆଜି ବଡ଼ନୀ ଗ୍ରାମରେ ମଣ୍ଡାଇ ବଜାର ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଅନ୍ୟ ପଟେ ପୋଲିସ ର ଉପସ୍ଥିତିରେ ଖୁଲେମ ଖୁଲା ଏହି ଜୁଆ ଖେଳ ଚାଲିଥିଲା। ଏବିଷୟରେ ଝରିଗାଁ ଥାନାକୁ ମଧ୍ୟ ଯୋଗାଯୋଗ କରା ଯାଇଥଲା। ନବରଙ୍ଗପୁର ଏସପିଙ୍କ ଅଫିସ କୁ ବି ଫୋନ ଯୋଗେ ଯାଗାଯୋଗ କରା ଯାଇଥିଲି କିନ୍ତୁ ଦୁଃଖର ବିଷୟ ଏହି ଜୁଆ ଖେଲକି ବନ୍ଦ କରିପାରିଲାନି ପ୍ରଶାସନ। ଏଭଳି ଜୁଆ ଖୁଡ଼ ଖୁଡି ସ୍ଥାନୀୟ ଗରିବ ନିରୀହ ଆଦିବାସୀ ଚାଷୀ ଙ୍କ ପାଇଁ କାଳ। ରବିବାର ରାତ୍ରିରେ ପ୍ରାୟ 15 ଟି ଖେଳ ଚାଲିଥିଲା। ଖାଲି ବଡ଼ନୀ ନୁହଁ ଝରିଗାଁ ବ୍ଲକ ର ଗାଁ ଗହଳିରେ ଖୁଡ଼ ଖୁଡି ଜୁଆ ଭଳି ନିନ୍ଦନୀୟ ପ୍ରଥା ଚାଲି ଆସୁଛି ସ୍ଥାନୀୟ ପୋଲିସ ପ୍ରଶାସନ ସବୁ ଜାଣି ମଧ୍ୟ ନୀରବ ଦ୍ରଷ୍ଟା ସାଝିଛି। ଜିଲ୍ଲା ପ୍ରଶାସନ ଏଥିରେ ହସ୍ତକ୍ଷେପ କରି ଏସବୁ ଅସାମାଜିକ କାର୍ଯ୍ୟକୁ ବନ୍ଦ କଲେ ନିରୀହ ଆଦିବାସୀ ଧାନ ଜୀବନ ସୁରକ୍ଷିତ ରହିଥାନ୍ତା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026
  ରାଜ୍ୟ  
ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   11-May-2026
  ଜିଲ୍ଲା  
ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ   11-May-2026
  ଜିଲ୍ଲା  
ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   11-May-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   11-May-2026
  ଜିଲ୍ଲା  
୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    11-May-2026
  ଜିଲ୍ଲା  
ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା   11-May-2026
  ଜିଲ୍ଲା  
ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   11-May-2026
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026

You Might Also Like