-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଦୁଲୁକିବ କୋଶଳ କଳା ମଣ୍ଡଳ ପଡିଆ: ଆଜି ଆରମ୍ଭ ହେଉଛି ବଲାଙ୍ଗିର ଲୋକ ଉତ୍ସବ

20-Jan-2025



ବଲାଙ୍ଗିର(ପ୍ରେରଣା ଖବର):   ଐତିହ୍ଯ, ପରମ୍ପରା,ସାହିତ୍ୟ ଓ ସଂସ୍କୃତିର ମହାପର୍ବ ଲୋକ ଉତ୍ସବ ପାଇଁ ଆଜି ଉତ୍ସବମୁଖର ହୋଇଛି ବଲାଙ୍ଗିର ସହର l ଜିଲ୍ଲା ସଂସ୍କୃତି ପରିଷଦ ଓ ଲୋକ ଉତ୍ସବ ସମିତି, ବଲାଙ୍ଗିର ଆନୁକୂଲ୍ୟରେ ତଥା ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଓରମାସ(ପଲ୍ଲୀଶ୍ରୀ ମେଳା) ସହଯୋଗରେ ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବର ପ୍ରଥମ ଦିନରେ ଆଜି ସକାଳ ୯ଟା  ସମୟରେ ମଞ୍ଚ ପୂଜା ୧୦ଟା ରେ ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡିଆ ଠାରୁ ବିଶାଳ ସାଂସ୍କୃତିକ ଶୋଭାଯାତ୍ରାରେ ବାହାରି ମାଁ ସମଲେଶ୍ବରୀ, ମାଁ ପଟନେଶ୍ବରୀ, ମାଁ ଦୂର୍ଗାଙ୍କ ମନ୍ଦିର ଦେଇ କୋସଲ କଳା ମଣ୍ଡଳ ପଡ଼ିଆରେ ପହଞ୍ଚିବ  l ଏଥିପାଇଁ କୋଶଳ କଳା ମଣ୍ଡଳ ପଡିଆ  ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ସାରିଛି l ଏଥି ସହିତ ଅପରାହ୍ନ ୨ଟା ସମୟରେ କଳା ମଣ୍ଡଳ ପୁରୁଣା ମଞ୍ଚରେ ସମ୍ପାନ କମିଟି ତରଫରୁ ମିନିଗଳ୍ପ 

ଓ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହେବ l ସେମିନାର କମିଟି ତରଫରୁ ଅନୁଷ୍ଠିତ ଏହି ସାହିତ୍ୟ କାର୍ଯ୍ୟକ୍ରମରେ ନାରୀ କବୀ ଡ. ଜ୍ଯୋତିର୍ମୟୀ ସାହୁ ଅତିଥି ଭାବରେ ଯୋଗ ଦେବାକୁ ଥିବା ବେଳେ ବରିଷ୍ଠ କବି ପ୍ରହଲ୍ଲାଦ ସତପଥୀଙ୍କୁ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି l ସନ୍ଧ୍ୟା ୬ଟା ସମୟରେ ଉଦଘାଟନୀ ସଭା ଓ ବିବିଧ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ମେଘାଳୟର ଲାହୋ,ହରିୟାଣାର ଫାଗ,କଳାହାଣ୍ଡିର ସାନ୍ତାଳୀ ନୃତ୍ୟ,ମହାରାଷ୍ଟ୍ରର ଲlବଣୀ, ସୁନ୍ଦରଗଡର ଝୁମର, ଗଞ୍ଜାମର ଯୋଡି ଶଂଖ  ଓ ଭଦ୍ରକର ମୋଗଲ ତାମସା ଆଦି କାର୍ଯ୍ୟକ୍ରମ ଆଜିର ମୁଖ୍ୟ ଆକର୍ଷଣ ହେବ l ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକ ଉତ୍ସବ ସମିତି ତରଫରୁ ଏକ ସ୍ମରଣିକା ପ୍ରକାଶିତ ପାଇବl  ସନ୍ଧ୍ୟାର  ବରେଣ୍ୟ ଅତିଥିଙ୍କ ଦ୍ଵାରା ଏହି ସ୍ମରଣିକା ଉନ୍ନୋଚିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like