-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ମାଁ ଗଢ଼ିଆଣି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଖଡିଆଳ କୁ ହରାଇ ହାତୀବନ୍ଧା ଚମ୍ପିୟାନ

20-Jan-2025



ନୂଆପଡ଼ା ଜିଲ୍ଲା ସିନାପାଲି କଲେଜ ନିକଟ ମଣ୍ଡି ପଡ଼ିଆ ଠାରେ ସିନାପାଲି ଓ କାପସିର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ପଞ୍ଚାୟତସ୍ତରୀୟ  ମାଁ ଗଢିଆଣି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦୀର୍ଘ ୭ଦିନ ଧରି ଚାଲିଥିବାବେଳେ ଆଜି ଉଦଯାପିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବରେ ଖଡ଼ିଆଳ ଏନ୍.ଏ.ସି ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା ଯୋଗଦେଇ ଥିବା ବେଲେ ବିଶିଷ୍ଟ ଅତିଥି ଭାବେ ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ୍ ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବରେ ସିନାପାଲି ବ୍ଲକ ବିଜେଡି ସଭାପତି ଗରୁଡ଼ଧ୍ଵଜ୍ ବେହେରା, ତ୍ରିନାଥ ମେହେର, ସମିତି ସଭ୍ୟ ମନିଷ କୁମାର ପଟେଲ,ରବି ଯୋଶୀ, ଶ୍ରୀମାନ ସାହୁ, ବରିଷ୍ଠ ସାମ୍ବାଦିକ ଅଜିତ ଯୋଶୀ, ଜଗନ୍ନାଥ ସାଗର, ନବୀନ ମେହେର, ବୈଷ୍ଣବ ମେହେର, କ୍ରୀଡାବିତ୍ ରଜନୀକାନ୍ତ ମାଝୀ, ରୁପେଶ ମେହେର,ପୀୟୂଷ ପଟେଲ, ବଂଶୀଧର ଜଗତ ମଞ୍ଚାସୀନ ଥିଲେ ଓ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ ।ଏହି ଉଦଯାପନୀ ଦିବସରେ  ହାତିବନ୍ଧା ଓ ଖଡ଼ିଆଳ ମଧ୍ୟରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ହାତୀବନ୍ଧା ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଙ୍ଗ ର ନିଷ୍ପତି ନେଇଥିଲା ଓ ନିର୍ଦ୍ଧାରିତ ୧୦ ଓଭରରେ ୪ ୱିକେଟ ହରାଇ ୧୨୬ ରନ କରିଥିଲା। ୧୨୭ ରନ୍ ର ଲକ୍ଷନେଇ ଖଡିଆଳ ଦଳ ନିର୍ଦ୍ଧାରିତ ୧୦ ଓଭରରେ ୯ ୱିକେଟ ହରାଇ ୧୨୫ ରନ୍ କରି ମାତ୍ର ୧ରନରେ ପରାଜୟ ହୋଇଥିଲା। ଉକ୍ତ ଫାଇନାଲ ମ୍ୟାଚ୍ ଦେଖିବା ପାଇଁ ଅଞ୍ଚଳର ହଜାର ହଜାର ଦର୍ଶକଙ୍କ ସମାଗମ ହୋଇଥିଲା। ଉକ୍ତ ଟୁର୍ଣ୍ଣାମେଣ୍ଟରେ ହାତୀବନ୍ଧା ଦଳର ହରେନ୍ଦ୍ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ ଓ ଖଡ଼ିଆଳ ଦଳର ଓମ୍ ଶ୍ରେଷ୍ଠ ବୋଲର ଭାବେ ବିବେଚିତ ହୋଇଥିଲେ। ଆଜିର ଏହି ଉଦଯାପନୀ ମ୍ୟାଚରେ ପୟୋଜ କଶ୍ୟପ ଓ ସ୍ୱରୂପ କୁମାର ଯୋଶୀ ଖେଳ ପରିଚାଳନା କରିଥିବାବେଳେ ନରେଶ କୁମାର ମାଝୀ, ଶୈଳେଶ ସା,ବିନ୍ଦୁସାଗର ମେହେର,ମଳୟ ତାଣ୍ଡି, ସାଗର ନାଗ, ଯୌବନ ଗହିର, ନବୀନ ଜଗତ ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ। ସ୍କୋରର ଭାବରେ କାହ୍ନୁ ସାଗର ଓ ଅନଲାଇନ ସ୍କୋରର ଚନ୍ଦନ ମେହେର ଓ ହେମନ୍ତ ମେହେର କାର୍ଯ୍ୟ ତୁଲାଇଥିଲେ । ଶେଷରେ ବିଜୟୀ ଦଳକୁ ଟ୍ରଫି ସହ ନଗଦ ୩୦,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ଓ ପରାଜୟ ଦଳକୁ ମଧ୍ୟ ଟ୍ରଫି ସହ ନଗଦ ୨୦,୦୦୦ ଟଙ୍କା ପ୍ରଦାନ କରା ଯାଇଥିଲା। ଏଥିରେ ଆୟୋଜକ କମିଟିର ସଭାପତି ଚିତ୍ତ ରଞ୍ଜନ ମେହେର, ଉପସଭାପତି ସଞ୍ଜୀବ ଭକ୍ତ, ସମ୍ପାଦକ ଅଜୟ ବାଗ, କୋଷାଧ୍ୟକ୍ଷ ଗିରିଶ ଚନ୍ଦ୍ର ମେହେର ପ୍ରମୁଖଙ୍କ ସମେତ ଆୟୋଜକ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ଖେଳ ପରିଚାଳନାରେ ସହଯୋଗ କରିଥିଲେ।

(ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like