-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ଯଯାତି କେଶରୀ ସ୍ମାରକୀ ରାଜ୍ୟସ୍ତରୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ, ଖୋର୍ଦ୍ଧା ରେଲୱେ ଚମ୍ପିୟାନ

20-Jan-2025



ବରୀ,ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ସାହୁପଡା ଧାରପୁରସ୍ଥିତ କଚେରୀ ପଡ଼ିଆ ଠାରେ ରାଜ୍ୟ ସ୍ତରୀୟ ଏକଦିବସୀୟ ଯଯାତି କେଶରୀ ଜେନା ସ୍ମାରକୀ ଦିବାରାତ୍ର ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଶନିବାର ଦିନ ଉଦଯାପିତ ହୋଇଯାଇଛି। ସଞ୍ଜିବ ସେନା, ଧାରପୁର ଦ୍ୱାରା ଆୟୋଜିତ ଏହି ଏକ ଦିବସୀୟ ଦିବାରାତ୍ର ଭଲିବଲ୍ ଟୁର୍ଣ୍ଣାମେଣ୍ଟରେ ରାଜ୍ୟର ୪ ଗୋଟି ପ୍ରମୁଖ ଦଳ  କିଟ୍‌ ବିଶ୍ଵ ବିଦ୍ୟାଳୟ,ଭୁବନେଶ୍ୱର, କେଏସ୍‌ଆର ସର୍ଭିସ୍‌ ପାରାଦୀପ, ଏପି ସିକ୍ସସର ବାଲେଶ୍ୱର ଓ ଖୋର୍ଦ୍ଧା ରେଳବାଇ ଅଂଶ ଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ କିଟ ଭୁବନେଶ୍ୱର ଓ ଖୋର୍ଦ୍ଧା ରେଳବାଇ ମଧ୍ୟରେ ହୋଇଥିବା ବେଳେ ଖୋର୍ଦ୍ଧା ରେଳବାଇ ବିଜୟ ଲାଭ କରିଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରୀ ବିଡ଼ିଓ ମହେଶ୍ବର ସେଠି ଓ ସମ୍ମାନିତ ଅତିଥି ଭାବେ ବରୀ ତହସିଲଦାର ମାନସ ରଞ୍ଜନ ସ୍ୱାଇଁ ଯୋଗଦେଇ ପ୍ରଦିପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅଞ୍ଚଳର ବିଭିନ୍ନ ବିଭାଗ ପ୍ରତିଭା ସମ୍ପନ୍ନ ବ୍ୟକ୍ତି ଶିଶୁ ସାହତ୍ୟିକ ଡ ଅଜୟ କୁମାର ଜେନା, ପୁର୍ବତନ ଭଲି ଖେଳାଳି ବ୍ରଜ କିଶୋର ପାଣି, ଲକ୍ଷ୍ମୀଧର ଦାସ, ହୁମାୟୁନ ଖାନ, ଅବସରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ଅରୁଣ କୁମାର ଜେନା, ଗୀତିକାର ଦିଲ୍ଲିପ କୁମାର ଜେନା, ଅଭୟ ଶତପଥୀଙ୍କୁ ପୁଷ୍ପ ଗୁଚ୍ଛ, ମାନ ପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯକ୍ରମର ମଧ୍ୟ ଭାଗରେ ଜିଲ୍ଲା ବିଜେପି ସଭାପତି ଗୌତମ ରାୟ, ପୁର୍ବତନ ସଭାପତି ଆଶୁତୋଷ ପରିଡା, ବରୀ ବିଜେପି ନେତା ଉମେଶ ଜେନା ପ୍ରମୁଖ ପହଞ୍ଚି ଖେଳକୁ ଉପଭୋଗ କରିଥିବା ଦେଖିବାକୁ ମିଳିଥିଲା। ଏଭଳି ଏକ ଖେଳ ବରୀ ଅଂଚଳରେ ଆୟୋଜନ କରାଯାଇଥିବାରୁ ସଂଜୀବ ସେନାର ଆବାହକ ସଂଜୀବ ଜେନାକୁ ଅତିଥି ମାନେ ଉଚ୍ ପ୍ରଂଶସା କରିଥିଲେ। ସଞ୍ଜିବ ସେନାର ସଭାପତି ଦେବେନ୍ଦ୍ର ନାଥ ଜେନା, ପୁର୍ବତନ ସମବାୟ ସମିତି ସଭାପତି ସରୋଜ ଜେନା, ଗୁରୁ ଚରଣ ଦାସ, ବିବେକାନନ୍ଦ ଜେନା, ସଚିଦାନନ୍ଦ ଜେନା, ଗୀରିନ୍ଦ୍ର ପତି, ଅଭିରାମ ଦାସ, ପ୍ରଦୀପ୍ତ ରାଜ, ନରେନ୍ଦ୍ର ସାହୁ, ନିର୍ମଳ ବାରିକ, ଅଜୟ ଧଳ, ଅଶୋକ ପଣ୍ଡା, ଗୋପୀନାଥ ମଲିକ, ମାନସ ଜେନା, କମଳା କାନ୍ତ ଶ୍ୟାନ୍ତି ପ୍ରମୁଖ ଉପସ୍ଥିତ ଥିବାବେଳେ କ୍ରୀଡ଼ା ପରିଚାଳନା ଦାୟିତ୍ୱରେ ଥିବା ଅମୀୟ କୁମାର ପରିଡ଼ା ଓ ରବିନ୍ଦ୍ର ନାରାୟଣ ଜେନା ଉପସ୍ଥିତ ଥିଲେ। ପ୍ରାରମ୍ଭରେ ସ୍ଥାନୀୟ ସରସ୍ୱତୀ ବାବା ଶିଶୁ ବିଦ୍ୟାମନ୍ଦିରର କୁନି କୁନି ପିଲା ମାନଙ୍କ ଦ୍ଵାରା ରଙ୍ଗା ରଙ୍ଗ ମନୋରଞ୍ଜନ କାର୍ଯକ୍ରମ ପରିବେଷଣ ବେଶ ମନ ଛୁଆଁ ହୋଇଥଲା।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like