-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||     

HOME   ଜିଲ୍ଲା

କୁଣ୍ତାଖାଇରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

20-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- କୁଣ୍ଡାଖାଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଛ୍ଵସିତ ସମ୍ବର୍ଦ୍ଧନ ଜ୍ଞାପନ କରାଯାଇଛି ।  ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବଳରାମ ସାହାଣୀଙ୍କ ଅଧ୍ୟକ୍ଷତାରେ ସଭା ହୋଇଥିଲା।  ମୂଖ୍ଯ ଅତିଥି ଶ୍ରୀମାନ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାମଲାଲ ବରିହା ଓ ସମ୍ମାନୀତ ଅତିଥି ତଥା ସରପଞ୍ଚ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ପଧାନ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ  । ବିଦ୍ଯାଳୟ ପରିଚାଳନା କମିଟୀ ର ସଭାପତି ଶ୍ରୀମାନ ପୂର୍ଣ୍ଣଚନ୍ଦ୍ର ପଧାନ ଙ୍କର ବିଦ୍ଯାଳୟ ପ୍ରତି ନିରନ୍ତର ନିଃସ୍ବାର୍ଥ ସେବା ଓ ଉତ୍ସର୍ଗୀକୄତ ମନୋଭାବକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଚ୍ଚ ପ୍ରସଂଶା  କରିଥିଲେ । ବିଦ୍ଯାଳୟର ଛାତ୍ର ଛାତ୍ରୀ ମାନଙ୍କର ପୂର୍ଣ୍ଣ ଗଣବେଶ, ପରିସ୍କାର ପରିଚ୍ଛନ୍ନତା,ଓ ଶୃଙ୍ଖଳିତ ବ୍ଯବହାର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମନକୁ ଆହ୍ଲାଦିତ କରିଥିଲା ।ଏହି ସମାରୋହରେ ତୄତୀୟ ଶ୍ରେଣୀ ବୄତ୍ତି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଡିଲେଶ୍ବର କୁମ୍ଭାର, ପ୍ରିନ୍ସ ପଧାନ ଓ ସମନ୍ବିତା ପଧାନଙ୍କୁ, ତଥା ପଞ୍ଚମ ଶ୍ରେଣୀ ବୄତ୍ତି ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଥିବା ଆର୍ଯ୍ଯନ ବରଣ ରାୟ, ହେମାନନ୍ଦ ପଧାନ ଓ ବିଦ୍ଯାଞ୍ଜଳି ପଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ସମାରୋହରେ କିଚେନ ଗାଡେନ, ପରିବେଶ ଓ ପାଠ ପଢାରେ ସମସ୍ତ ଶିକ୍ଷକଙ୍କର ଅକ୍ଲାନ୍ତ ପରିଶ୍ରମର ଉଚ୍ଚ ପ୍ରଶଂସା କରାଯାଇଥିଲା, ଯାହାକି ଛାତ୍ର-ଛାତ୍ରୀ ମାନଙ୍କୁ ଅଧିକ ପ୍ରେରଣା ଦେବାରେ ସାହାଯ୍ୟ କରିଛି। ସମାରୋହରେ ଛାତ୍ର-ଛାତ୍ରୀଙ୍କର ଶିକ୍ଷାରେ ସଫଳତା ଏବଂ ସାମାଜିକ ଉନ୍ନତି ଦିଗରେ ପ୍ରମୁଖ ଆଲୋକପାତ କରାଯାଇଥିଲା, ଯାହା ଶିକ୍ଷା ପ୍ରତି ସହୃଦୟ ଜନସମାଜର ଦୃଷ୍ଟି ଆକର୍ଷଣ କରିଥିଲା। ସଭା ଶେଷରେ ବରିଷ୍ଠ  ଶିକ୍ଷକ ଶ୍ରୀଯୁକ୍ତ ଦେବନ୍ତ ପଣ୍ଡା ମହୋଦୟ ଧନ୍ଯବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026

You Might Also Like