-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||     

HOME   ଜିଲ୍ଲା

ବୀରମହାରାଜପୁର କଲେଜରେ ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଯାପିତ

20-Jan-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ମହାବିଦ୍ୟାଳୟ ରେ ଯୁକ୍ତଦୁଇ ପ୍ରଥମ ବର୍ଷର ବାଳିକା ମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ସୋମବାର ଉଦଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ପଞ୍ଚାୟତ ସମିତି ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅନିତା ରାଣୀ ହୋତା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅମରପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ଇଂରାଜୀ ବିଭାଗର ପ୍ରଧ୍ୟାପିକା ଗୀତାଞ୍ଜଳି ପୂଜାରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଉଦଯାପନି ସଭାରେ ଆତ୍ମସୁରକ୍ଷା କୌଶଳ ଶିକ୍ଷାଲାଭ କରିବାର ଆବଶ୍ୟକତା ସମ୍ପର୍କରେ ଅତିଥି ମତ ଦେବାସହ ଛାତ୍ରୀ ମାନଙ୍କ ମନବଳକୁ ବଢାଇଥିଲେ । ସେହିପରି କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ହରପ୍ରିୟା ମହାପାତ୍ର ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିବାବେଳେ ସହ ସଂଯୋଜିକା ଅଧ୍ୟାପିକା ସୁପ୍ରଭା ନନ୍ଦ ଧନ୍ୟବାଦ ଅର୍ପଣ କରିବା ସହିତ ବିଷୟ ଭିତ୍ତିକ ଆଲୋଚନା କରିଥିଲେ । ଏହି ଶିବ  ଗତ ୬ ତାରିଖରୁ ଆରମ୍ଭ ହୋଇଥିବା ବେଳେ ୧୮  ତାରିଖ ପର୍ଯ୍ୟନ୍ତ ଜାରି ରହିଥିଲା । ଯେଉଁଥିରେ ୧୭୪ ଜଣ ଛାତ୍ରୀ ପ୍ରଶିକ୍ଷଣ ଗ୍ରହଣ କରିଥିବା ବେଳେ ମାଷ୍ଟର ଟ୍ରେନର ଭାବେ ସୁରଜ୍ୟୋତି ପଧାନ ଓ ଶିବାନୀ ପଧାନ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସୁବାଷ ଚନ୍ଦ୍ର ଶତପଥି, ଦିବାକର ଭୋଇ, ଶ୍ରୀରାମ ଦେହେରୀ, କଲାକାହ୍ନୁ ପଧାନ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026
  ରାଜ୍ୟ  
ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   11-May-2026
  ଜିଲ୍ଲା  
ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ   11-May-2026
  ଜିଲ୍ଲା  
ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   11-May-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   11-May-2026
  ଜିଲ୍ଲା  
୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    11-May-2026
  ଜିଲ୍ଲା  
ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା   11-May-2026
  ଜିଲ୍ଲା  
ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   11-May-2026
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026

You Might Also Like