-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରାମପୁରର ୩୧ତମ ବାର୍ଷିକ କ୍ରୀଡା ଉତ୍ସବ 

20-Jan-2025



ବରୀ,ପଞ୍ଚାୟତ ସରକାରି ଉଚ୍ଚ ବିଦ୍ୟାଳୟ, ରାମପୁରର ୩୧ ତମ ବାର୍ଷିକ କ୍ରୀଡ଼ା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବରୀ ବିଧାୟକ ବିଶ୍ବରଞ୍ଜନ ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଥମେ ବିଦ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ସାଇକେଲ ଷ୍ଟାଣ୍ଡ ଓ ଔଷଧୀୟ ଉଦ୍ୟାନକୁ ଫିତା କାଟି ଉଦ୍ଘାଟନ କରିଥିଲେ। ପରେ ପରେ ମଞ୍ଚରେ ପ୍ରଦିପ ପ୍ରଜ୍ବଳନ କରିବା ପରେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ବର୍ଗତ ଗଗନ ବିହାରୀ ଜେନା ଓ ବିଦ୍ୟାଳୟ ପାଇଁ ଭୂମି ଦାନ କରିଥିବା ସ୍ବର୍ଗତ ଭୋଳାନାଥ ସାମଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥଲେ। ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅଟିଥି ମାନେ ପୁରସ୍କୃତ କରିଥଲେ। ଅତୀତରେ ଏହି ବିଦ୍ୟାଳୟର ଛାତ୍ରୀ ରାଜ୍ୟ ଟପର ମଧ୍ୟ ହୋଇଛନ୍ତି ଏଣୁ ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସମସ୍ତ କର୍ମକର୍ତାଙ୍କୁ ବିଧାୟକ ପ୍ରଶଂସା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ନାଲୋକର ଡିଜିଏମ ସୁରେଶ ଚନ୍ଦ୍ର ସାମଲ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡୀ, ଉପାଧ୍ୟକ୍ଷା ଅର୍ଚ୍ଚନା ମଲିକ, ଜିଲା ପରିଷଦସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ କୁମାର ସାମଲ, ବିଦ୍ୟାଳୟଅଛି ପୁର୍ବତନ ସଭାପତି କେଦାର ଚନ୍ଦ୍ର ସାମଲ, ବରୀବ୍ଲକ ଓଷ୍ଟା ସଭାପତି ରବୀନ୍ଦ୍ର କୁମାର ପତି ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ନିର୍ମଳ କୁମାର ଜେନା କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ସୂଚନା ଅନୁଯାୟୀ ବରୀ ବିଧାୟକ ଶ୍ରୀ ମଲିକ ତାଙ୍କର ଏକ ମାସର ଦରମାକୁ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାବୃତି ପାଇଁ ପ୍ରଦାନ କରିଛନ୍ତି।

(ରଞ୍ଜିତ ମହାନ୍ତି ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like