-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ପାର୍ବତୀ ଗିରି ଜୟନ୍ତୀରେ ମତପ୍ରକାଶ, ,,,,,, ନିଃସ୍ୱାର୍ଥପର ସେବା ହିଁ ମଣିଷକୁ ମହତ କରେ-ଅଜିତ କୁମାର ମେହେର

20-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦ ପକ୍ଷରୁ ବଡମା ପାର୍ବତୀ ଗିରି ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି।ଟି.ଗଣ୍ଡପାଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ଏହି ଉତ୍ସବକୁ ତହସିଲଦାର କର୍ଣ୍ଣ ସୁନା ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଉଦଘାଟନ କରିଥିଲେ। ସଭାପତି ମୋହନ ସିଂଙ୍କ ଅଧ୍ୟକ୍ଷତାରେ ଜୟନ୍ତୀ ସଭା ଅନୁଷ୍ଠିତ ହୋଇଥିଲା।ରେଡିଏନ୍ସ ଶିକ୍ଷାନୁଷ୍ଠାନର ଚେୟାରମେନ ଅଜିତ କୁମାର ମେହେର ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ବଡମାଙ୍କ ନିଃସ୍ଵାର୍ଥପର ତ୍ୟାଗ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ଵୋଲି ମତପୋଷଣ କରିଥିଲେ। ନିଃସ୍ଵାର୍ଥପର ସେଵା ହିଁ ମଣିଷକୁ ମହତ କରେ। ପାର୍ବତୀ ଗିରି ନିଜର ସର୍ଵସ୍ଵ ଅନାଥ, ନିଃସହାୟ ପିଲାଙ୍କ ଭବିଷ୍ୟତ ପାଇଁ ସମର୍ପିତ କରି ଦେଇଥିଲେ।ଫଳରେ କ୍ଷମତା ଲୋଭକୁ ପଦାଘାତ ପୂର୍ବକ ରାଜ୍ୟସଭା ସଦସ୍ୟ ପଦକୁ ଵିନମ୍ରତାର ସହିଦ ଅଗ୍ରାହ୍ୟ କରିଥିଲେ । ବିଜେପୁର କଲେଜର ଅଧ୍ୟାପକ ଡକ୍ଟର ଚିନ୍ମୟ ସାହୁ ମୁଖ୍ୟବକ୍ତା ଭାବେ.ଯୋଗଦେଇ ଏହା କହିଥିଲେ। ହାଇସ୍କୁଲର ଚେୟାରମେନ ରୋହିତ ସାହୁ ଅନ୍ୟତମ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ପାର୍ବତୀ ଗିରିଙ୍କ ତ୍ୟାଗପୂତ ଜୀବନାଦର୍ଶକୁ ପାଳନ କରିବାକୁ ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ।କଣ୍ଠଶିଳ୍ପୀ ସୁଷମା ଭୋଇ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ସଂପାଦକ ରାଜେଶ୍ଵର ବେହେରା ଉଦ୍ଦେଶ୍ୟ ଜ୍ଞାପନ, ଉପସଭାପତି ହୃଦମଣି ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂପାଦକ ତଥା ଗୀତିକାର ମକରଧ୍ଵଜ ସାହୁ ସମାରୋହକୁ ସଂଯୋଜନା କରିଥିଲେ।କଵି ସାବିତ୍ରୀ ମେହେର, ମକରଧ୍ବଜ ମେହେର,ଦିଲେଶ ମେହେର, ଶେଷଦେବ ମେହେର,ପୀତବାସ ମେହେର ପ୍ରମୁଖ ବହୁ କଵି କଵିତା ମାଧ୍ୟମରେ ବଡମାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଛାତ୍ରୀ ରୋଜାଲିନ ଦୀପ ସମାରୋପ ସଂଗୀତ ପରିବେଷଣ କରିଥିଲେ। କବି ମକରଧ୍ବଜ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ସ୍ଥାନୀୟ ବିବେକାନନ୍ଦ ଯୁବକ ସଂଘର ସଭାପତି ଵିକ୍ରମ ସେଠ,ସନାତନ ସାହୁ, ହାଇସ୍କୁଲର ଶିକ୍ଷକ ଆର୍ତ୍ତତ୍ରାଣ ବେହେରା,ସୁଧିର ଭୋଇ, ସଦାନନ୍ଦ ରଣା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like