-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସୁବଳୟା କଲେଜରେ ଆଲୋଚନା ଚକ୍ର ଅନୁଷ୍ଠିତ

20-Jan-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ମlଧ୍ୟ୍ୟମିକ ବିଦ୍ୟାଳୟରେ  ଫକୀର ମୋହନ ସେନାପତି ଜନ୍ମ ଜୟନ୍ତୀ ପାଳନ ତଥା ସମଗ୍ର ଗଳ୍ପର ଆଲୋଚନା ଚକ୍ର ସୋମବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ସଂସ୍କୃତ ବିଭାଗ ର ପ୍ରଧ୍ୟ୍ୟlପକ ରମାକାନ୍ତ ପୁରୋହିତ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସାହିତ୍ୟ ସଭା ରେ ସୋନପୁର ମହାବିଦ୍ୟାଳୟ ର ଅଧ୍ୟlପକ ଡ଼ଃ ମୀନକେତନ କୁମ୍ଭାର ମୁଖ୍ୟବକ୍ତା ଭାବରେ ଯୋଗଦେଇ ଯୁଗସ୍ରଷ୍ଟା ଫକୀର ମୋହନ ଙ୍କ ସମସ୍ତ କୃତି ଉପରେ ସମ୍ୟକ ଆଲୋଚନା କରିଥିଲେ । ଅଧ୍ୟାପିକା ପ୍ରଜ୍ଞା କଳ୍ପିତା ନାୟକ ଅତିଥି ପରିଚୟ ଓ ସ୍ୱlଗତ ଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଦେବାଶିଷ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।‌ ସଭାରେ ଅଧ୍ୟାପକ ସଞ୍ଜୟ କୁମାର ମେଣ୍ଡିଲି, ଅଧ୍ୟାପିକା ଅର୍ପିତା ନାଏକ, ମିତା ପଧାନ,  ଗୋପାଳ ଭୋଇ, ଦିଲୀପ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିବା ବେଳେ  ଶମ୍ଭୁ ସାହୁ ଓ ହରିହର ସାହୁ ସହଯୋଗ କରିଥିଲେ।  ଏଥିରେ ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like