-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଶ୍ରୀବତ୍ସ ସାହୁ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଫୌଜୀ କ୍ଲବକୁ ହରାଇ ନକଟାସର ଚାମ୍ପିଅନ୍

20-Jan-2025



ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଫ୍ରେଣ୍ଡସ କ୍ଲବ ପକ୍ଷରୁ ପ୍ରଥମ ଶ୍ରୀବତ୍ସ ସାହୁ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ନକଟାସର ଏବଂ ଫୈଜୀକ୍ଲବ ମଧ୍ଯ ମଧ୍ଯରେ ଅନୁଷ୍ଠିତ ଫାଇନାଲ ଖେଳ ରେ ନକଟାସର ଦଲ ଟ୍ରାଇବ୍ରେକର ଜରିଆରେ ଫୈଜୀକ୍ଲବ କୁ ପରାସ୍ତ କରିଛି। ଉଦଯାପନୀ ସଭାରେ ରେ ବଲାଙ୍ଗିର ବିଧାୟକ କଲିକେଶ  ନାରାୟଣ ସିଂହଦେଓ ମୁଖ୍ଯ ଅତିଥି ରୂପେ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ରୂପେ ଦେଓଗାଁ ବ୍ଲକ ଅଧ୍ଯକ୍ଷ  ଦୟାନିଧି ଖମାରି, ପୂର୍ବତନ ବଲାଙ୍ଗିର ବ୍ଲକ ଅଧ୍ଯକ୍ଷ ଗୁଲାପ ବାଗ, କବିରାଜ ଭୋଇ, ଅନ୍ତପ୍ରସାଦ ଚୈଧୁରୀ, ଶୁସିଲ ଚାନ୍ଦ, ପ୍ରଦ୍ୟୁମ୍ନ ହୋତା, ଅନ୍ତର୍ଯାମୀ ଭୋଇ ପ୍ରମୁଖ ଯୋଗଦେଇଥିଲେ।ଆଜିର ଖେଳ କୁ ଜଳନ୍ଧର ସାହୁ, ଉମେଶ ଭୋଇ, ମଣ୍ଟୁ ବେହେରା ଓ ସଞିବ ମହାରଣା ପରିଚାଳନା କରିଥିଲେ। ମିତ୍ରଭାନୁ ଭୋଇ,କାଲିଆ ଭାଟି, ରମେଶ ଭୋଇ, ଚିନ୍ମୟ ସାହୁ, ମୁକେଶ ପୁଟେଲ, ଗଂଗା ପୁଟେଲ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like