-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||     

HOME   ଜିଲ୍ଲା

ଆଇନ ସେବା ପ୍ରାଧିକରଣ ଷ୍ଟଲ ଉଦ୍‌ଘାଟିତ: କୁନି କଳାକାରଙ୍କ ହାତ ତିଆରି ଲୋକଉତ୍ସବର ପଟ୍ଟଚିତ୍ର ଗ୍ରହଣ କଲେ

20-Jan-2025



ବଲାଙ୍ଗିର(ଦେବାଶିଷ ବହିଦାର): ଲୋକ ଉତ୍ସବ ଚାରି ଦିନ ବ୍ୟାପି ୨୦୨୫ ର ସ୍ଥାନୀୟ କୋସଲ କଳା ମଣ୍ଡପରେ ଅନୁଷ୍ଠିତ ହୋଇଥିବା ବେଳେ ଏହି ଅବସରରେ ଆଇନ ସେବା ପ୍ରାଧିକରଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ଦୌରା ଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଡ.ପବିତ୍ର ମୋହନ ସାମଲ ଉଦ୍‌ଘାଟିତ କରିଥିଲେ । କିଭଳି ଆଇନ ସେବା ଲୋକ ପାଇବେ ତାହା ସଚେତନତା କରିବା ଉଦ୍ଦେଶ୍ୟରେ ଚାରି ଦିନ ବ୍ୟାପି ଆଇନସେବା ପ୍ରାଧିକରଣ ତରଫରୁ ସଚେତନତା କାର୍ଯ୍ୟକ୍ରମ ଚାଲୁ ରହିବ । ଏହି ଅବସରରେ କୁନି ଚିତ୍ରଶିଳ୍ପୀ ରାଜ ରାଜେଶ୍ୱରୀ ମିଶ୍ର ନିଜ ହାତ ତିଆରି ଲୋକ ଉତ୍ସବ ପଟ୍ଟ ଚିତ୍ର ଜିଲ୍ଲା ଦୌରା ଜଜ୍ ଙ୍କୁ ହସ୍ତାନ୍ତର କରିଥିଲେ । ଏହି ଉତ୍ସବରେ ବେଶ ଚର୍ଚ୍ଚିତ ରହିଥିଲା । ଏହି ଉଦ୍‌ଘାଟନ ସମାରୋହରେ ପରିବାର ଅଦାଲତ ଜଜ ବିକ୍ରମ କେଶରୀ ପଟ୍ଟନାୟକ, ଏଡିଜେ ଦ୍ୱିତୀୟ ପ୍ରୀୟ ରଂଜନ ମିଶ୍ର, ପ୍ରାଧିକରଣ ସଚିବ ପବିତ୍ରାନନ୍ଦ ପ୍ରଧାନ, ରେଜିଷ୍ଟ୍ରାର ଶ୍ରୀଦିପ ମିଶ୍ର, ଏସ୍‌ଡିଜେଏମ୍ ଦିପାରାଣୀ ଜେନା, ସିଭିଲ ଜଜ୍ ଜୁନିୟର ଡିଭିଜନ ଶାଶ୍ୱତି ମହାପାତ୍ର, ପ୍ରବେଶନ ମାଜିଷ୍ଟ୍ରେଟ ଅର୍ଘ୍ୟରୁପା ମିଶ୍ର, ଏଡିଏମ୍ ବିଜୟାନନ୍ଦ ସେଠି, ଉପ-ଜିଲ୍ଲାପାଳ ଆଲୋକ କୁମାର ପଟେଲ, ଏସଡିପିଓ ପ୍ରଭାତ କୁମାର ସାହୁ, ଓକିଲ ସଂଘ ସଭାପତି ଅମ୍ବରୀଶ ତ୍ରିପାଠୀ, ଜୟରାମ ମିଶ୍ର, ଓମ୍‌କାର ନାୟକ, ଅରବିନ୍ଦାକ୍ଷ ପୁଝାରୀ, ଅଶୋକ ରାଉତ,  କବି ସଂଜୟ ମିଶ୍ର, ନିଳମଣି ମିଶ୍ର, ପ୍ରଭାକର ମିଶ୍ର, ବାସୁଦେବ ମେହେର, ପିଏଲ୍‌ଭି ଜୟକୃଷ୍ଣ ମିଶ୍ର, ପ୍ରଶାନ୍ତ ମହାକୁର, ମଧୁସୁଦନ ନାୟକ, ଆଇନସେବା ପ୍ରାଧିକରଣର ସମସ୍ତ ଅଫିସ ଷ୍ଟାଫ୍ ରଜନୀକାନ୍ତ ରଥ, ନେପାକ ସାର, ଲ’ କଲେଜ ଓ କଣ୍ଟାବାଞ୍ଜି କଲେଜ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026

You Might Also Like