-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରାମପୁରର ୩୧ତମ ବାର୍ଷିକ କ୍ରୀଡା ଉତ୍ସବ             

21-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ, ରାମପୁରର ୩୧ ତମ ବାର୍ଷିକ କ୍ରୀଡ଼ା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବରୀ ବିଧାୟକ ବିଶ୍ବରଞ୍ଜନ ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପ୍ରଥମେ ବିଦ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ସାଇକେଲ ଷ୍ଟାଣ୍ଡ ଓ ଔଷଧୀୟ ଉଦ୍ୟାନକୁ ଫିତା କାଟି ଉଦ୍ଘାଟନ କରିଥିଲେ। ପରେ ପରେ ମଞ୍ଚରେ ପ୍ରଦୀପ ପ୍ରଜ୍ବଳନ କରିବା ପରେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ବର୍ଗତ ଗଗନ ବିହାରୀ ଜେନା ଓ ବିଦ୍ୟାଳୟ ପାଇଁ ଭୂମି ଦାନ କରିଥିବା ସ୍ବର୍ଗତ ଭୋଳାନାଥ ସାମଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥଲେ। ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅଟିଥି ମାନେ ପୁରସ୍କୃତ କରିଥଲେ। ଅତୀତରେ ଏହି ବିଦ୍ୟାଳୟର ଛାତ୍ରୀ ରାଜ୍ୟ ଟପର ମଧ୍ୟ ହୋଇଛନ୍ତି ଏଣୁ ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସମସ୍ତ କର୍ମକର୍ତାଙ୍କୁ ବିଧାୟକ ପ୍ରଶଂସା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ନାଲୋକର ଡିଜିଏମ ସୁରେଶ ଚନ୍ଦ୍ର ସାମଲ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡୀ, ଉପାଧ୍ୟକ୍ଷା ଅର୍ଚ୍ଚନା ମଲିକ, ଜିଲା ପରିଷଦସଭ୍ୟ ଅଶୋକ ସାମଲ, ସନ୍ତୋଷ ସାମଲ, ବିଦ୍ୟାଳୟଅଛି ପୁର୍ବତନ ସଭାପତି କେଦାର ଚନ୍ଦ୍ର ସାମଲ, ବରୀବ୍ଲକ ଓଷ୍ଟା ସଭାପତି ରବୀନ୍ଦ୍ର ପତି ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ନିର୍ମଳ ଜେନା କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ସୂଚନା ଅନୁଯାୟୀ ବରୀ ବିଧାୟକ ଶ୍ରୀ ମଲିକ ତାଙ୍କର ଏକ ମାସର ଦରମାକୁ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାବୃତି ପାଇଁ ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like