-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :,,,, * ବିଭିନ୍ନ ୧୦୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

21-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ  ଅନୁଷ୍ଠିତ ହୋଇଯାଇଛି।  ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ  ୮୭ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୧୫ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ୦୭ ଗୋଟି ଦରଖାସ୍ତ  ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି।  ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ କରିସ୍ମା ବେସ୍ରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ବୀରମହାରାଜପୁର, ଶ୍ରୀ ଲଲାଟେନ୍ଦୁ ସି , ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର  , ଡେପୁଟି କଲେକ୍ଟର ଜରୁରୀ ଶାଖା କୃଷ୍ଣ ମୋହନ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଶ୍ରମ ଅଧିକାର,ତହସିଲଦାର ଉଲୁଣ୍ଡା ପ୍ରଶାନ୍ତ ମହାରଣା , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like