-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଓଷ୍ଟା ବଲାଙ୍ଗିର ତରଫରୁ ଶିକ୍ଷାମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

12-Jan-2021



 ବଲାଙ୍ଗୀର,- ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ  ସମୀର ରଞ୍ଜନ ଦାଶ ଡାକ ବଙ୍ଗଲା ବଲାଙ୍ଗିରରେ ପହଞ୍ôଚବା ପରେ ପରେ ଜିଲ୍ଲାପାଳତଥା ବିଭିନ୍ନ ଶିକ୍ଷା ବିଭାଗର ଅଧିକାରୀ, ଓଷ୍ଟା ବଲାଙ୍ଗିର ଶାଖା ପ୍ରାଥମିକ ଶିକ୍ଷକ ସଂଘଠନ ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଓଷ୍ଟା ତରଫରୁ ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ଉପଦେଷ୍ଟା ସୁଧାଂଶୁ ବାବୁ, ଜିଲ୍ଲା ସଂପାଦକ କୁଶଧ୍ୱଜ ସାହୁ, ତାରାକାନ୍ତ ମିଶ୍ର, ସଂଜିବ ହୋତା, ପୂର୍ଣ୍ଣଚନ୍ଦ୍ର ମେହେର ଓ ଅନ୍ୟାନ୍ୟ ଶିକ୍ଷକ ଗହଣରେ ପୁଷ୍ପଗୁଚ୍ଛ ସହ ସମ୍ବର୍ଦ୍ଧିତ କରାଗଲା ଓ ଏକ ସୌହାର୍ଦ୍ଦମୂଳକ ଆଲୋଚନା ଅନୁଷ୍ଠିତ ହୋଇଥିଲା । କରୋନା ଯୋଗୁଁ ଓଡିଶାର ଆର୍ଥିକ ମାନଦଣ୍ଡ ଦୁର୍ବଳ ପରିପ୍ରେକ୍ଷୀରେ ବୋର୍ଡ ପରୀକ୍ଷା ଫି ଛାଡ ପାଇଁ ଅନୁରୋଧ କରିବାରୁ ଏ ସଂକ୍ରାନ୍ତିୟ ପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ବିଭାଗ ତରଫରୁ ପଠାଯାଇଥିବା ପ୍ରକାଶ କରିଥିଲେ । ଛାତ୍ର ଛାତ୍ରୀଙ୍କ ପାଠ ପଢା ଚାପ କୁ ହ୍ରାସ ପାଇଁ ସପ୍ତାହରେ ରବିବାର କୁ ଛୁଟି କରିବା ପାଇଁ ପ୍ରସ୍ତାବ ଆଣିବାରୁ ରୋକଠୋକ୍ ମନା କରିଥିଲେ । ବରଂ ଛାତ୍ର ଛାତ୍ରୀ ଅଭିଭାବକ ତଥା ଶିକ୍ଷକ ସ୍ୱାଗତ କରୁଛନ୍ତି ବୋଲି ପ୍ରକାଶ କରିଥିଲେ । ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ପଦୋନ୍ନତି ପାଇଥିବା ପ୍ରଧାନ ଶିକ୍ଷକଙ୍କ ଥଇଥାନ ଅନ୍ ଲାଇନ ଆବେଦନ କଲେ ଶିଘ୍ର ଅନୁମୋଦନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ନୁତନ ପୂର୍ଣ୍ଣ ଅନୁଦାନ ଉଚ୍ଚ ବିଦ୍ୟାଳୟ କର୍ମଚାରୀମାନଙ୍କ ବିଭିନ୍ନ ଦାବିର ତର୍ଜମା କରାଯାଇ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ପ୍ରକାଶ କରିଥିଲେ ।
ରାକ୍ସିମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟର ଜମି ଜବରଦଖଲ


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like