-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||     

HOME   ଜିଲ୍ଲା

ଡେଲାଙ୍ଗରେ ବର୍ଦ୍ଧିତ ଭତ୍ତା ଟଙ୍କା ବାଣ୍ଟିଲେ ବିଧାୟକ ଓ ସାଂସଦ

21-Jan-2025



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ) ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁପଟ୍ଟନାୟକ ସମ୍ମିଳନୀ କକ୍ଷରେ ସୋମବାର ଦିନ ବର୍ଦ୍ଧିତ ଭତ୍ତା ୮୦ ବର୍ଷରୁ ଅଧିକ ବୟସ୍କକ ଓ ୮୦ ପ୍ରତିଶତ ରୁ ଅଧିକ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ବାଣ୍ଟିଛନ୍ତି  ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ପୁରୀ ସାଂସଦ ଡ଼କ୍ଟର ସମ୍ବିତ୍ ପାତ୍ର। ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି ପ୍ରତିଶ୍ରୁତି ଦେଇଥିଲା ଆମ ସରକାରକୁ ଆସିବା ମାତ୍ରକେ ୩ହଜାର ୫୦୦ ଟଙ୍କା ସାମାଜିକ ଭତ୍ତା ଟଙ୍କା ବୃଦ୍ଧି କରାଯିବ। ଏବେ ସରକାର କୁ ଆସିବାପରେ ଆଜି ସାମାଜିକ ସୁରକ୍ଷା ଯୋଜନାରେ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଛି। ଆଜି ଡେଲାଙ୍ଗ ବ୍ଲକ୍ ରେ ୨୧ଟି ପଞ୍ଚାୟତର ସମୁଦାୟ ୨ହଜାର ୪ସହ ୪ ଜଣଙ୍କ ମଧ୍ୟରୁ ୨ସହ ୧୦ ଜଣଙ୍କୁ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଡେଲାଙ୍ଗ ବ୍ଲକ୍ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିସଙ୍କ, ବିଡ଼ିଓ  କ୍ଷିତିଶ ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ବାରିକ ସମେତ ଡେଲାଙ୍ଗ ବ୍ଲକ୍ ର ବିଭିନ୍ନ ଗ୍ରାମ ପଞ୍ଚାୟତ ର ସରପଞ୍ଚ, ସମିତିସଭ୍ୟ /ସଭ୍ୟା,ପିଇଓ ,ଜିଆରଏସ୍ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ। ସେହିପରି ବକେୟା ରହିଥିବା ହିତାଧିକାରୀ ମାନେ ନିଜ ନିଜ ଗ୍ରାମ ପଞ୍ଚାୟତ ରୁ ବାର୍ଦ୍ଧକ୍ୟ ଭତ୍ତା ଓ ଭିନ୍ନକ୍ଷମ ଭତ୍ତା ନେଇପାରିବେ ବୋଲି ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ତପନ କୁମାର ଦାଶ ସୂଚନା ଦେଇଛନ୍ତି । ପୂର୍ବରୁ ୧୨୦୦ ଟଙ୍କା ପାଉଥିବା ବେଳେ ଏବେ ୩୫୦୦ ଟଙ୍କା ୮୦ ବର୍ଷରୁ ଅଧିକ ବୟସ୍କ ହିତାଧିକାରୀ ଓ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ ଦିବ୍ୟାଙ୍ଗ ହିତାଧିକାରୀ ଭତା ଟଙ୍କା ପାଇ ଖୁସି ଅନୁଭବ କରିଥିବା ଦେଖିବାକୁ ମିଳିଥିଲା। ଏହି ଅବସରରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ତିନି ଜଣ ଦିବ୍ୟାଙ୍ଗ  ପ୍ରଦୀପ୍ତ କୁମାର ବାରିକ, ଲଲାଟ କିଶୋର ସ୍ୱାଇଁ, ସନ୍ତୋଷ ସ୍ୱାଇଁଙ୍କୁ ୩ଟି ଇ -ଅଟୋ  ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   11-May-2026
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026

You Might Also Like