-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ବାଲିଆ ଡିଗ୍ରୀ କଲେଜ କନ୍ଦଳ: ଅଭିଯୁକ୍ତଙ୍କୁ ଖୁବ୍ ଶୀଘ୍ର ଧରିବାକୁ ପ୍ରତିଶୃତି ପରେ ଅନଶନ ପ୍ରତ୍ୟାହୃତ

21-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ଦିନକୁ ଦିନ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ ମହାବିଦ୍ୟାଳୟର ବଦ୍‌ନାମର ପେଡି ଖୋଲିବାରେ ଲାଗିଛି । ଗତ କିଛି ଦିନ ଧରି ଜୈନେକା ଛାତ୍ରୀଙ୍କୁ ଅସାଦାଆଚରଣ ଅଭିଯୋଗ ପରେ ଅଭିଯୁକ୍ତ ଫେରାର ହେବା, ଘଟଣାକୁ ପ୍ରଘଟ ନକରିବା ପାଇଁ ଗଣମାଧ୍ୟମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ କହୁଥିବା କଥା ଭାଇରାଲ ହେବା, ଘଟଣାରୁ ବର୍ତ୍ତିବା ପାଇଁ ଅଧ୍ୟକ୍ଷ ଲମ୍ବା ଛୁଟିରେ ଯିବା, ଅଭିଯୁକ୍ତଙ୍କ ସଂଖ୍ୟାରେ ଜଣଙ୍କ ପରେ ଜଣଙ୍କ ନାଁ ଯୋଡା ହେବା ଘଟଣା ଏବେ ଚର୍ଚ୍ଚା କେନ୍ଦ୍ରବିନ୍ଦୁ ହୋଇଛି । ଘଟଣା ଏପରି ହେଲା ଯେ ସମୃକ୍ତା ଛାତ୍ରୀ, ତାଙ୍କୁ ସମର୍ଥନ ଜଣାଇ ଡିଗ୍ରୀ କଲେଜର କେତେକ ଛାତ୍ରଛାତ୍ରୀ ଅନଶନରେ ବସିବା, ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଦାବିକୁ ଜୋରଦାର କରିଥିଲେ । ସ୍ଥିତି ଏମିତି ହୋଇଥିଲା ଯେ ପିଡ଼ିତା ନିଜେ ପେଟ୍ରୋଲ ସାହାଯ୍ୟରେ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରୁଥିବାବେଳେ ଘଟଣାସ୍ଥଳରେ ଉପସ୍ଥିତ ଥିବା ବରୀ ଥାନା ଅଧିକାରିଣୀ ଜ୍ୟୋର୍ତ୍ରିମୟୀ ସେଠୀ ତାଙ୍କୁ କୁଣ୍ଡାଇ ପକାଇବା ସହ ନ୍ୟାୟ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ । ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଓ ଶିକ୍ଷାନୁଷ୍ଠାନ ପ୍ରତି ନବାଗତ ଛାତ୍ରଛାତ୍ରୀଙ୍କ ମନରେ ଭୟ ସୃଷ୍ଟି ହେଉଥିବା ଜାଣି ବରୀ ବିଡ଼ିଓ ମହେଶ୍ୱର ସେଠୀ, ତହସିଲଦାର ମାନସ ରଂଜନ ସ୍ୱାଇଁ, ଡିଏସ୍‌ପି ମମତା ବିଶ୍ୱାଳ, ଏସ୍‌ଡିପିଓ କୈଳାସ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶିତିକାନ୍ତ କାନୁନ୍‌ଗୋ, ବାଲିଆ ରାଜସ୍ୱ ନିରୀକ୍ଷକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ସନ୍ଧ୍ୟା ପର୍ଯ୍ୟନ୍ତ ବିିଭିନ୍ନ ପ୍ରସଙ୍ଗରେ ପୀଡିତା, ଅଭିଭାବକ, ସହପାଠୀ, ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଭାକର ଜେନା, ଅନ୍ୟାନ୍ୟ ଅଧ୍ୟାପକ ଓ କର୍ମଚାରୀମାନଙ୍କ ସହିତ ଆଲୋଚନା କରିଥିଲେ । ପିଡ଼ିତାଙ୍କ ଅଭିଯୋଗ ଅନୁଯାୟୀ ଯିଏ ଯେଉଁ ପଦବୀରେ ଥାଆନ୍ତୁ ନା କାହିଁକି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏଥି ପାଇଁ ଯାହା ତଦନ୍ତ ପ୍ରକ୍ରିୟାରେ ଆସିବ ସେ ସବୁ ଦିଗ ପ୍ରତି ଦୃଷ୍ଟି ଦିଆଯିବ ବୋଲି ଡିଏସ୍‌ପି ଶ୍ରୀ କାନୁନ୍‌ଗୋ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like