-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ମଲକେନ ଡ୍ୟାମର ନବକଳେବର ପାଇଁ ଅଣ୍ଟା ଭିଡ଼ିଲେ ବିଧାୟକ ସନତ କୁମାର ଗଡତୀୟା

21-Jan-2025



ଗାଇସିଲେଟ(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ହେଡକ୍ୱାଟର୍ସ ଠାରୁ ମାତ୍ର ୧୫ କି. ମି. ଦୂରରେ କଟାବାହାଲ ଠାରେ ରହିଛି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଲକେନ ଡ୍ୟାମ । ଏହି ଡ୍ୟାମର ମନୋରମ ଦୃଶ୍ୟ ଦେଖିବାକୁ ଲାଗୁଛି ପର୍ଯ୍ୟଟକଙ୍କ ଭିଡ଼ । ଗୁଡ଼ିଡୁଙ୍ଗୁରି ଓ ବତଲାବାହାଲି ଦୁଇଟି ପାହାଡ଼ର ସବୁଜ ବଳୟ ଭିତରେ ନିର୍ମାଣ ହୋଇଛି ବନ୍ଧ । କାଚକେନ୍ଦୁ ପରି ଜଳ ସାଙ୍ଗକୁ ଡ୍ୟାମ ଚର୍ତୁପାର୍ଶ୍ବର ପ୍ରାକୃତିକ ପରିବେଶ ପ୍ରକୃତି ପ୍ରେମୀଙ୍କୁ କରୁଛି ବିଭୋର,ହେଲେ ପର୍ଯ୍ୟଟନ ଏଠି ଅବହେଳିତ । ଏହାକୁ ଆଖି ଆଗରେ ରଖି ବିଜେପୁର ବିଧାୟକ ସନତ ଗଡତିଆ ଆଜି ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କୁ ନେଇ ଡ୍ୟାମରେ ପହଞ୍ଚିଥିଲେ । ଏଠାରେ ଅନେକ ଗୁଡ଼ାଏ ଅସୁବିଧା ରହିଛି ଯେମିତି ପିଇବା ପାଣି ତଥା ଶୌଚ ଯିବା ପାଇଁ ସୁବିଧା ନାହିଁ, ବର୍ଷା ହେଲେ ପର୍ଯ୍ୟଟକଙ୍କ ଆଶ୍ରୟ ଲାଗି ସେମିତି କିଛି ବ୍ୟବସ୍ଥା ନାହିଁ। ଏଣୁ ଏସବୁ ବିଷୟକୁ ଧ୍ୟାନ ଦେଇ ଏଠାରେ ପର୍ଯ୍ୟଟକଙ୍କ ଆକର୍ଷଣକୁ ବହୁଗୁଣିତ କରିବା ପାଇଁ ଅଣ୍ଟା ଭିଡିଛନ୍ତି ବିଧାୟକ ମହୋଦୟ । ସେଥି ପାଇଁ ଆଜି ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ କୁ ନିଜ ସାଥିରେ ନେଇ ଏଠାରେ ଥିବା ଅସୁବିଧା ଯଥା ଜଳକ୍ରୀଡା,ଶିଶୁ ଉଦ୍ୟାନ,ଅତିଥିଭବନ,ପାନୀୟ ଜଳ,ସୋଲାର ମାଧ୍ୟମରେ ଆଲୋକିକରଣ , ଡ୍ୟାମ ଉପର ରାସ୍ତା ଉନ୍ନତିକରଣ, ଡ୍ୟାମ ଉପର ରାସ୍ତା କଡ଼ରେ ବୃକ୍ଷ ରୋପଣ, ସିଟିଂ ବେଞ୍ଚ, ମନ୍ଦିର ଉନ୍ନତି କରଣ, ପେଭର ବ୍ଲକ ରାସ୍ତା, ୱେଲକମ ଗେଟ,ମୁଖ୍ୟରାସ୍ତା ରୁ ଡ୍ୟାମ କୁ ସଂଯୋଗ କରୁଥିବା ରାସ୍ତା କୁ ପିଚୁ ରାସ୍ତା ଭଳି ବ୍ୟବସ୍ଥା କରିବା ପାଇଁ ଅନେକ ସମୟ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରି ଏହାର ଉନ୍ନତି ହେଲେ ଏହି ଅଞ୍ଚଳର ଉନ୍ନତି ହେବ ଓ ଏହି ପର୍ଯ୍ୟଟନ ସ୍ଥଳୀ ପ୍ରତି ପର୍ଯ୍ୟଟକଙ୍କ ଆକର୍ଷଣ ବୃଦ୍ଧି ପାଇବା ସହ ବରଗଡ଼ ଜିଲ୍ଲାର ପର୍ଯ୍ୟଟନ ମାନ ଚିତ୍ରରେ ମଲକେନ ଡ୍ୟାମ ନିଶ୍ଚିତ ରୂପେ ନୂଆ ତଥା ବିଶେଷ ସ୍ଥାନ ଅଧିକାର କରିବବୋଲି ପ୍ରକାଶ କରିଥିଲେ । ଏହି ଅବସରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୋହା, ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା,ତହସିଲଦାର ନେପାଲ ମୁଣ୍ଡା,ଅତିରିକ୍ତ ତହସିଲଦାର ସଂଗୀତା ବଡ଼ାଇକ,ବିଡିଓ ଲକ୍ଷ୍ମଣ ମାଝି, ରେଞ୍ଜର ସୁଦାମ ଜଗଦଲା,ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ,ସମିତି ସଭ୍ୟ ସରୋଜ ଶ୍ରିଭୂଷଣ ସାହୁ,କନିଷ୍ଠ ଯନ୍ତ୍ରୀ ଜଗତବନ୍ଧୁ ମେହେର ପ୍ରମୁଖ ଉପସ୍ଥିତ ଥିବା ବେଳେ ବିଧାୟକଙ୍କ ଏଭଳି କାର୍ଯ୍ୟ ପାଇଁ ଅଞ୍ଚଳ ବାସୀ ଖୁବ୍ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like