-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ସି.ଏମ୍ ଟ୍ରଫି ଜିଲ୍ଲାସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ୨୦୨୫ ଷଷ୍ଠ ଦିବସ ଟିଟିଲାଗଡ ଏଫ୍‌ସି ଏବଂ ଜରାସିଂହା ଏଫ୍‌ସି ଫାଇନାଲରେ

21-Jan-2025



ବଲାଙ୍ଗିର(ପ୍ରେରଣା ଖବର)- ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷ ରୁ କମ୍ ଚମ୍ପିୟାନସିପ୍ ୨୦୨୫ ଷଷ୍ଠ ଦିବସ ର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ ଏକ’ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝିଙ୍କ ଆହ୍ୱାନ କ୍ରମେ ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ, ବଲାଙ୍ଗିର ଜିଲ୍ଲା ପ୍ରଶାସନ, ଓଡିଶା ଫୁଟବଲ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିରଙ୍କ ଆୟୋଜନରେ ଫୁଟବଲ

ଚମ୍ପିୟାନ ସିପ୍ ଅନୁଷ୍ଠିତ ହେଉଛି ।  ପୂର୍ବତନ ଫୁଟବଲ ଖେଳାଳି ଚିତ୍ତ ରଂଜନ ଥନାପତି (ଜରାସିଂହା), ଲୋକନାଥ କୁମୁରା (ଚୁଡାପାଲି) ଓ ସିସିଏଫ୍‌ଏ ବଲାଙ୍ଗିର ର ସଭାପତି ସୁରେନ୍ଦ୍ର ନାଗ (ସୋନୁ)  ଅତିଥି ଭାବେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଫାଓ ଓଡିଶା ତଥା ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର, ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ର, ସାଧାରଣ ସଂପାଦକ ହରିନାରାୟଣ ପୁଜାରୀ, ଯୁଗ୍ମ ସଂପାଦକ ଶତୃଘନ ସିଂ, ଡିପିଇଓ ପ୍ରଦୀପ କୁମାର ପାତ୍ର, ବରିଷ୍ଠ ସଦସ୍ୟ ସୁଧିର ଚନ୍ଦ୍ର ପଣ୍ଡା, କ୍ରୀଡା ସଂପାଦକ ବିଭୁତି ଭୂଷଣ ପଣ୍ଡା, ରୁରାଲ ସ୍ପୋର୍ଟସ୍ ଓ ମହିଳା ସ୍ପୋର୍ଟସ୍ ସଂପାଦକ ସୁଧାଂଶୁ ସେଠ  ପ୍ରମୁଖ ମଂଚାସିନ ଥିଲେ । କ୍ରୀଡା ସଂସଦର କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଫୁଟବଲ ସଂପାଦକ ଶରତ କୁମାର ନନ୍ଦ ମ୍ୟାଚ କମିଶନର ଦାୟିତ୍ୱ ତୁଳାଇଥିଲେ । ପୂର୍ବତନ ଫୁଟବଲ ଖେଳାଳି ପ୍ରଦୀପ ମହାରଣା , ଶ୍ରୀକାନ୍ତ ରାଉତ ଓ ଜିତୁ କୁମାର ଦଲେଇ ଉପସ୍ଥିତ ଥିଲେ । ପ୍ରଥମ ମ୍ୟାଚରେ ଜରାସିଂହା ଏଫ୍‌ସି ୮-୦ ଗୋଲରେ ସାଉନ୍ତପୁର ଏଫ୍‌ସି କୁ ହରାଇ ଫାଇନାଲକୁ ପ୍ରବେଶ କରିଛି । ଦ୍ୱିତୀୟ ମ୍ୟାଚରେ ପାଟଣାଗଡ ଏଫ୍‌ସି ୧-୦ ଗୋଲରେ

ତୁରେକେଲା ଏଫ୍‌ସି କୁ ହରାଇଛିି । ଖେଳକୁ ଦେବାଶିଷ ବାଗ, ଅଧନେଶ୍ୱର ସେଠ, ତ୍ରିନାଥ ଚନ୍ଦନ, ସରିତ ଅଦାବରିଆ, ନରସିଂସ୍ୱାମୀ ନାଇଡୁ, ଲବ ସୁନାନି, ଯଶୋବନ୍ତ ମାଝି, ଭୁବନେ ଭୋଇ, ଅବଦୁଲ ମୁଜିବ୍ ଓ ସୁଦର୍ଶନ ସେଠ ରେଫରି ଭାବେ ଖେଳକୁ ପରିଚାଳନା କରିଥିଲେ । ୨୨ ତାରିଖ ଚୁଡାନ୍ତ ଫାଇନାଲ ଖେଳ ଟିଟିଲାଗଡ ଏଫ୍‌ସି ବନାମ ଜରାସିଂହା ଏଫ୍‌ସି ମଧ୍ୟରେ ଅପରାହ୍ନ ଘ.୨ ସମୟରେ ଖେଳ ହେବ ବୋଲି  ଆୟୋଜନ କମିଟି ର ସାଧାରଣ ସଂପାଦକ ହରିନାରାୟଣ ପୁଜାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like