-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲୋକ ଉତ୍ସବର ପ୍ରଥମ ସନ୍ଧ୍ୟାରେ ବାହାର ରାଜ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ଦେବା କେତେଦୂର ଯୁକ୍ତିଯୁକ୍ତ

21-Jan-2025



ବଲାଙ୍ଗିର(ପ୍ରେରଣା ଖବର): ୨୨ତମ ବଲାଙ୍ଗିର ଲୋକ ଉତ୍ସବ ୨୦ ତାରିଖରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ଆରମ୍ଭ ହୋଇଯାଇଛି।ଏହି ଲୋକ ଉତ୍ସବ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ଲୋକ ଉତ୍ସବ ପାଳନ ହେବା ଅନିଶ୍ଚିତତା ମଧ୍ୟରେ ଥିଲା।ସ୍ଥାନୀୟ ବୁଦ୍ଧିଜୀବୀ, ଜନସାଧାରଣ,କଳାକାର ମାନଙ୍କ ଅକ୍ଲାନ୍ତ ଚେଷ୍ଟା ଯୋଗୁଁ ଏ ବର୍ଷ ଲୋକ ଉତ୍ସବ ପାଳନ ସଫଳ ହେଲା।୨୦ ତାରିଖ ଦିନ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ କରକମଳରେ ୨୨ତମ ଲୋକଉତ୍ସବ ଉଦଘାଟିତ ହୋଇଥିଲା।ଚଳିତ ବର୍ଷ ଷ୍ଟେଜ ସାଜସଜ୍ଜା ଅନ୍ୟ ବର୍ଷ ଅପେକ୍ଷା ବହୁତ୍ ସୁନ୍ଦର୍ ହୋଇଥିବା ଦର୍ଶକ ମଧ୍ୟରେ ବେଶ୍ ଚର୍ଚ୍ଚା ଥିଲା।ସୁନ୍ଦର୍ ଭାବରେ ଷ୍ଟଲ୍ ଗୁଡ଼ିକ ନିର୍ମାଣ ହୋଇଥିବା ବେଳେ ପଡ଼ିଆରେ ଧୂଳି ତଥା ପ୍ରଦୂଷଣ ନ ହେବା ପାଇଁ ତଳେ ମେଟ୍ ପକା ଯାଇଥିଲା।ପଡିଆ ଭିତରେ ଇତସ୍ତତଃ ହୋଇ ତଳେ ବସୁଥିବା ଖୁଚୁରା ବ୍ୟବସାୟୀ ମାନଙ୍କୁ ବାରଣ ଥିବା ବେଳେ ଜନସାଧାରଣ ଆରାମରେ ବୁଲି ଲୋକ ଉତ୍ସବ ର ମଜା ନେଉଥିଲେ। ପଡିଆ ମ୍ୟାନେଜମେଣ୍ଟ ସବୁଠାରୁ ଉତ୍ତମ ଥିବା ପରିଲକ୍ଷିତ ହୁଏ। ଚଳିତ ବର୍ଷ ଲୋକ ଉତ୍ସବର ପ୍ରଥମ ଦିବସର ସାଂସ୍କୃତିକ ସନ୍ଧ୍ୟାରେ ପ୍ରଥମେ ବାହାର ରାଜ୍ୟର ସାଂସ୍କୃତିକ ଦଳକୁ ପ୍ରାଧାନ୍ୟ ଦେଇଥିବାରୁ ସ୍ଥାନୀୟ ଜନସାଧାରଣ ଏବଂ କଳାକାର ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।ସନ୍ଧ୍ୟା କାର୍ଯ୍ୟକ୍ରମ ଦୁଇ ଘଣ୍ଟା ବିଳମ୍ବରେ ଆରମ୍ଭ ହେବା ଏବଂ ସ୍ଥାନୀୟ ସାଂସ୍କୃତିକ ଦଳ ମାନଙ୍କୁ ଅଣଦେଖା କରିବା ନେଇ

ଦର୍ଶକ ମାନଙ୍କ ମଧ୍ୟରେ ଚର୍ଚ୍ଚା ହୋଇଥିଲା।ଲୋକ ଉତ୍ସବ ନିଜ ଅଞ୍ଚଳର ଲୋକ କଳା ତଥା ଲୁକ୍କାୟିତ କଳା ଏବଂ ପ୍ରତିଭା କୁ ଲୋକ ଉତ୍ସବ ମାଧ୍ୟମରେ ପ୍ରଦର୍ଶିତ କରିବା ହେଉଛି ମୂଳଲକ୍ଷ୍ୟ।ସାଂସ୍କୃତିକ ସଭାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ନିଜ ଅଞ୍ଚଳର ସଂସ୍କୃତି,ଲୋକକଳାକୁ ପ୍ରାଧାନ୍ୟ ଦେବା ପାଇଁ କହିଥିବା ବେଳେ ଏଠି ତାର ବିପରୀତ ଦେଖାଦେଇଥିଲା।ପ୍ରଥମେ କର୍ଣ୍ଣାଟକ ରାଜ୍ୟର ଢାପ ନୃତ୍ୟ, ଦ୍ଵିତୀୟରେ ଯୋଡ଼ିଶଙ୍ଖ ଏବଂ ତୃତୀୟରେ ନିଜ ଅଞ୍ଚଳର ଡାଲଖାଇ ନୃତ୍ୟ ପରିବେଷଣ କରାଯାଇଥିଲା।ଏଣୁ ସାଂସ୍କୃତିକ କମିଟିକୁ ଅନୁରୋଧ,ପ୍ରଥମେ ନିଜ ଅଞ୍ଚଳର ସାଂସ୍କୃତିକ ଦଳକୁ ସୁଯୋଗ ଦେଲେ ଲୋକ ଉତ୍ସବର ପ୍ରକୃତ ଉଦ୍ଦେଶ୍ୟ ସାଧନ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like