-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||     

HOME   ରାଜନୀତି

ବଲାଙ୍ଗିର ଲୋକ ସଂସ୍କୃତି ଥି ଘୁଡ୍‌କା ର ଠାନ୍ ଆଲୋଚନାଚକ୍ର

21-Jan-2025



ବଲାଙ୍ଗିର(ପ୍ରେରଣା ଖବର)- ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ରେ ସଂପାନ କମିଟି ସହଅଧ୍ୟକ୍ଷ ଅଚ୍ୟୁତ ପୁରୋହିତଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମାଁ ପାଟଣେଶ୍ୱରୀ ଓ ମାଁ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନା କରି ଆଲୋଚକ ଡ. ପରମେଶ୍ୱର ମୁଣ୍ଡ, ଡ. ଲକ୍ଷ୍ମଣ ମେହେର, ଡ.ଘାସିରାମ ମିଶ୍ର, ଜଗଦାନନ୍ଦ ଛୁରିଆ, ଜୟ କୁମାର ଆଚାର୍ଯ୍ୟ ଓ ନରେନ୍ଦ୍ର କୁମାର ମିଶ୍ର ଓ ସନାତନ ଠାକୁର ଯୋଗ ଦେଇଥିଲେ । ଆଲୋଚନାଚକ୍ରରେ ବିଭିନ୍ନ କଳାକାର

ଘୁଡୁକା ର ବଲାଙ୍ଗିର ସ୍ୱତନ୍ତ୍ରତା ରହିଥିବା ବେଳେ ଯାହାକି ପଲ୍ଲି ରୁ ଦିଲ୍ଲୀ ପର୍ଯ୍ୟନ୍ତ ବାଦ୍ୟ କଳା ପ୍ରଦର୍ଶନ କରିଥିବା ବେଳେ ପବିତ୍ର କୁମ୍ଭାର, ସାନ, ବଡ଼  ଓ ବଲାଙ୍ଗିର ର କଳାକାରମାନେ ରାଜ୍ୟ ବାହାରେ କଳା ପ୍ରଦର୍ଶନ କରିଥିବା ବେଳେ କିଛି କଳାକାର ଏହାକୁ ମୁଣ୍ଡତୁପା, ବିଭିନ୍ନ ଗାଁ ଗହଳି ଜାନିଯାତ୍ରାରେ ପ୍ରଦର୍ଶନ ହେଉଥିଲା । ଏବେ ଡିଜିଟାଲ ଯୁଗରେ ଏବେ ଏହି ପରଂପରା ବନ୍ଦ ହୋଇଯାଇ ଥିବା ବେଳେ ଆମ ଜିଲ୍ଲାର କଳାକାର ମାନେ ଏହାକୁ ପୁନଃଜିବିତ କରିଛନ୍ତି ଏବଂ ବଲାଙ୍ଗିରର ଲୋକବାଦ୍ୟ ଘୁଡୁକା ବୋଲି ସମସ୍ତେ ବିଭିନ୍ନ ଦିଗ କୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ର ନିର୍ଯ୍ୟାସରେ ପହଞ୍ଚି ପାରିଛନ୍ତି ବୋଲି ମତ ପ୍ରକାଶ ପାଇଥିଲା । ଏହି ଅବସରରେ ବିଶିଷ୍ଟ ସଂସ୍କୃତି ଗବେଷକ ପ୍ରଫେସର କୁମୁଦରଂଜନ ପାଣିଗ୍ରାହୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ

ସଂଯୋଜନା କରିଥିଲେ ଡ. ଲଳିତ ସାହୁ ଏବଂ ସଂଯ୍ୟୋତ କଳାକେନ୍ଦ୍ର ନିର୍ଦ୍ଦେଶିକା ସଂଗୀତା ଦାଶ, ପୂର୍ବ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ପୂର୍ବ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମଣ ମେହେର, ବରିଷ୍ଠ ନାଗରିକ ପ୍ରଭାକର ମିଶ୍ର, ଚିତ୍ରଶିଳ୍ପୀ ନିଗମ ନାଥ, ସଂସ୍କୃତି ବିଶାରଦ ସୁରେଶ ଷଡ଼ଙ୍ଗୀ, କଳା ସଙ୍ଗଠକ ଜୟକୃଷ୍ଣ ମିଶ୍ର ପ୍ରମୁଖ ଆୟୋଜନ କରିଥିଲେ । ଧନ୍ୟବାଦ ଜ୍ଞାପନ କରିଥିଲେ ଡ. କୌତୁକ ପନ୍ଦର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026

You Might Also Like