-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନ୍ୱେଷା ସଂପର୍କିତ ପ୍ରତିଯୋଗିତା ଅନୁଷ୍ଠିତ

22-Jan-2025



ବରପାଲି (ସୁଦାମ ଦୀପ)
ବରପାଲି ବ୍ଳକ ବୁରୋମୁଣ୍ତା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବୁରୋମୁଣ୍ଡା ଓ ଗ୍ରାମ୍ୟ ଜଳ ପରିମଳ କମିଟି ଗ୍ରାମ୍ ବିକାଶ ର ମିଳିତ ସହଭାଗିତାରେ ବୁରୋମୁଣ୍ଡା ବିଦ୍ୟାଳୟ ପରିସରରେ ଅନ୍ଵେଷା କାର୍ଯ୍ୟକ୍ରମ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସାଧାରଣ ସଭାରେ ମୁଖ୍ୟ ଅତିଥି ପର୍ଶୁରାମ ପଧାନ, ସମ୍ମାନିତ ଅତିଥି ମହାଦେବ ପଧାନ, ପହିଲିମାନ ପଧାନ ଓ  ସଭାପତି ଭାବେ ମୋରାରଜୀ ଭୋଇ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ପ୍ରଥମେ ମା ସରସ୍ଵତୀଙ୍କ ପାଦ ପଦ୍ମରେ ପ୍ରଦୀପ ପ୍ରଜ୍ଜ୍ଵଳନ ଓ ପୁଷ୍ପ ମାଲ୍ଯାପର୍ଣ କରାଯାଇଥିଲା। ଅତିଥି ଗଣ ନିଜ ନିଜ ଅଭିଭାଷଣ ପ୍ରଦାନ କରିସାରିବା ପରେ ପାଞ୍ଚଟି ପଞ୍ଚାୟତ ରୁ ଆସିଥିବା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଯଥା - ଚିତ୍ରାଙ୍କନ, ପ୍ରବନ୍ଧ ଲିଖନ, ବିତର୍କ, ଶ୍ରୁତଲିଖନ, ଗୀତ ଇତ୍ୟାଦି ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ଵ ହାସଲ କରିଥିବା ଶିକ୍ଷାର୍ଥୀ ମାନଙ୍କୁ ଆସନ୍ତା ସାଧାରଣତନ୍ତ୍ର ଦିବସରେ ପାଳନ ହେବାକୁ ଥିବା ଅନ୍ଵେଷା କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ କରାଯିବ ବୋଲି ପ୍ରଧାନଶିକ୍ଷକ ସୂଚନା ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026

You Might Also Like