-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

ମହୁଲପଡା ସେବାଶ୍ରମ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ

22-Jan-2025



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଚଳିତ ବର୍ଷ ପାଇଁ ବାର୍ଷିକ କ୍ରୀଡା ଉଦଘାଟିତ ହୋଇଅଛି ।ପ୍ରଧାନ ଶିକ୍ଷକ କମଳ ସିଂ ମାଝୀ ଙ୍କ ନେତୃତ୍ୟରେ ପରିଚାଳିତ ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୋଡେନ‌ ରୁଦ୍ରେଶ୍ଵର ମେହେର ବିଶିଷ୍ଟ ଅତିଥି ମହୁଲପଡା ଉଚ୍ଚ ବିଦ୍ୟାଳୟର ପୂର୍ବତନ ଖେଳ ଶିକ୍ଷକ କୁମ୍ଭ କଟା ,ସିଆରସିସି ମଧୁସୂଦନ ମାଝୀ ଯୋଗଦେଇ କ୍ରୀଡ଼ା ପତାକା ଉତ୍ତୋଳନ ସହ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡାର ଆବଶ୍ୟକତା ସଂପର୍କରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିଲେ ।ଏହି ଅବସରରେ ଜୁନିଅର ଓ ସବ ଜୁନିଅର ବିଭାଗରେ ଶିକ୍ଷାର୍ଥୀମାନଙ୍କର ବିଭିନ୍ନ ପ୍ରତିଯୋଗିତା ଦୈାଡ, ଲମ୍ବ ଡିଆଁ,ପୁଚି,ରଶିଡିଆଁ,ଗୋଲା ଫିଙ୍ଗା,ମ୍ୟୁଜିକ୍ ଚେୟାର,କବାଡି,ବେଟ୍ ବିନଟନ ଆଦିର ଆୟୋଜନ କରାଯାଇଥିଲା । ପ୍ରଧାନ ଶିକ୍ଷକଙ୍କ ସୂଚନା ଅନୁସାରେ ଏହି କ୍ରୀଡ଼ା ପ୍ରତିଯୋଗିତାର କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କ ଆଗାମୀ ବାର୍ଷିକ କ୍ରୀଡା ଉତ୍ସବ ପାଳନ ସଭାରେ ପୁରସ୍କାର ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟରେ ସେବକ ଡିସମ୍ବର ମେହେର ପରିଚାଳନା କରୁଥିବା ବେଳେ ସେବିକା ଜ୍ୟୋସ୍ନାମୟୀ ଜଗତ,ମୋନାଲିସା ପତୀ, ଶିକ୍ଷକ ଜିତେନ୍ଦ୍ର ହଂସ, ମହାବୀର କ୍ଷୋଷୀ,ବିନୋଦିନୀ କ୍ଷୋଷୀ, ବିରଞ୍ଚି ନାରାୟଣ ସା, ଧର୍ମୁ ହଂସ, ରାଜେନ୍ଦ୍ର ଜଗତ ସହଯୋଗ ପ୍ରଦନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026

You Might Also Like