-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ ପଶ୍ଚିମ ଓଡିଶା ଇତିହାସ କଂଗ୍ରେସ ସେମିନାର

22-Jan-2025



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜରେ ପଶ୍ଚିମଓଡିଶା ଇତିହାସ କଂଗ୍ରେସ ସେମିନାର ଅନୁଷ୍ଠିତ ହୋଇଯାଇଛି l କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ତ୍ୱରେ ଅନୁଷ୍ଠିତ ଏହି ସେମିନାରରେ ସୁବର୍ଣ୍ଣପୁର ଉପ ଜିଲ୍ଲପାଳ ଡ଼ ସୌମ୍ୟ ରୂପା ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ସୋନପୁର କଲେଜ ପୂର୍ବତନ ଅଧ୍ୟକ୍ଷ ଡ଼ କେଦାରନାଥ ମିଶ୍ର, ସମ୍ମାନିତ ଅତିଥି ଭାବେ ସୁନ୍ଦରଗଡ ମହିଳା କଲେଜ ପୂର୍ବତନ ଅଧ୍ୟକ୍ଷ ତଥା ପଶ୍ଚିମ ଓଡିଶା ଉତିହାସ କଂଗ୍ରେସ ସଭାପତି ପ୍ରଫେସର ଗୌରୀ ଶଙ୍କର ପଟେଲ,ସୁନ୍ଦରଗଡ଼ ଇତିହାସ ମହିଳା କଲେଜ ତଥା ପଶ୍ଚିମ ଓଡିଶା ଇତିହାସ କଂଗ୍ରେସ ସମ୍ପାଦକ ଡ଼ ସାକୀର ହୁସେନ,ଶ୍ରୀ ରାମପୁର କଲେଜ ପୂର୍ବତନ ଅଧ୍ୟକ୍ଷ ରାମେଶ୍ୱର ନାଏକ, ଭୂତିଆପାଲି କଲେଜ ଅଧ୍ୟକ୍ଷ ସୁବାଶ ପଣ୍ଡା,ସୋନପୁର କଲେଜ ଇତିହାସ ଅଧ୍ୟାପକ ସୁଦାମ ଦୀପ, ବିନିକା ସେଣ୍ଟଭ୍ୟାଳି ହାଇସ୍କୁଲ ଶିକ୍ଷକ ତଥା ଗବେଷକ ସୁଦାମ ନାଏକ ପ୍ରମୁଖ ଯୋଗଦେଇ ପଶ୍ଚିମ ଓଡିଶାର ଧାର୍ମିକ ପରମ୍ପରା ଉପରେ ବିଷଦ ଭାବେ ଆଲୋଚନା କରିଥିଲେ l ସେହିପରି ବିଭିନ୍ନ ସ୍ଥାନର ପୁରାତନ ଐତିହ୍ୟ,ମନ୍ଦିର,ସ୍ତୁପ,ମୁଦ୍ରା ଓ ଐତିହାସିକ ସ୍ଥାନ ଯାହାକି ପ୍ରତ୍ତ୍ନତତ୍ତ୍ୱ ବିତ ମାନେ ଇତିହାସ ସକାଶେ ଲୋକ ଲୋଚନକୁ ଆଣିଛନ୍ତି ସେସବୁ ବର୍ତ୍ତମାନ ପି ପି ଟି ମଧ୍ୟମରେ କରାଯାଇଥିଲା l ଅନ୍ୟ ପକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ରହିଥିବା ଏତିହାସିକ ପୃଷ୍ଠଭୁମି,ମନ୍ଦିର,ତୀର୍ଥସ୍ଥଳୀର ଇତିହାସ ଓ ତାର ଗବେଷଣା ଆଗାମୀ ଦିନରେ ଯେପରି ଟିକିନିକି ଭାବେ କରାଯିବ ଏବଂ ତାର ପ୍ରଚାର ପ୍ରସାର ହୋଇପାରିବ ସେ ଦିଗରେ ଅତିଥି ମାନେ ମତ ରଖିଥିଲେ l ଏହି ଅବସରରରେ ଯୁକ୍ତ 3 ଦ୍ଵିତୀୟ ବର୍ଷ ଛାତ୍ରୀ ଵିଧୁସ୍ମିତା ସାଣ୍ଢ ସୁନ୍ଦର ଭାବେ ସୁବର୍ଣ୍ଣପୁର ଇତିହାସ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ l ସେମିନାର ପ୍ରାରମ୍ଭରେ

ଅଧ୍ୟାପକ ବିଶ୍ୱନାଥ ମିଶ୍ର,ଅଧ୍ୟାପିକା ଜାନକୀ ସାମନୀ,ଭାରତୀ ବାବୁ ଇତିହାସ ଉପରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ l ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଇତିହାସ  ବିଭାଗ ମୁଖ୍ୟ ଗୋପାଳ କୃଷ୍ଣ ଦାଶ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଇତିହାସ ବିଭାଗ ଅଧ୍ୟାପିକା ଦିପ୍ତୀରାଣୀ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବିଭିନ୍ନ କଲେଜର ଇତିହାସ ଅଧ୍ୟାପକ/ଅଧ୍ୟାପିକା, ଛାତ୍ରଛାତ୍ରୀ ଭାଗନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like