-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଏମଆରସିସି କ୍ରିକେଟ ଟୁର୍ନାମେଣ୍ଟ : ବଂଶୀପୁର ଚମ୍ପିୟାନ

22-Jan-2025



ବରୀ(ରଞ୍ଜିତ ମହାନ୍ତି): ଯାଜପୁର ଜିଲ୍ଲା ବରୀ ବ୍ଲକ ବୋଦୁଅ ପଞ୍ଚାୟତ ମା ରେବତୀ କ୍ରିକେଟ କ୍ଳବ କୁମ୍ବୁକା ଆନୁକୂଲ୍ୟରେ ଆରମ୍ଭ ହେlଇଥିବା କୁମ୍ବୁକା ଖେଳପଡିଆ ଠାରେ ଗତ ତିନି ଦିନ ଧରି କ୍ରିକେଟ ଟୁର୍ନାମେଣ୍ଟର ଉଦଯାପନି ଦିବସ ଅନୁଷ୍ଠିତ ହେlଇଥିଲାଯାଇଛି l ଆଜି ଫାଇନାଲ ମ୍ୟାଚ ନେଭର ମାଇଣ୍ଡ କ୍ରିକେଟ ଟିମ ବଂଶୀପୁର ସହିତ ବିଏସସିଟି ଟିମ ଚଟୁମାରୀ ମଧ୍ୟ୍ୟରେ ଅନୁଷ୍ଠିତ ହେlଇଥିଲା l ପ୍ରଥମେ ଟସ ଜିତି ବଂଶୀପୁର ୧୨ ଓଭର ମ୍ୟାଚ ଖେଳି ୧୦ ୱକେଟ ହରାଇ ୮୨ ରନ ସଂଗ୍ରହ କରିଥିଲା l ଜବାବରେ ଚଟୁ ମାରୀ ୯ ୱିକେଟ ହରାଇ ୬୧ ରନ୍ କରି ପରାସ୍ତ ହେlଇଥିଲା l ଫଳରେ ଏଥିରେ ବଂଶୀପୁର ବିଜୟ ଲାଭ କରିଥିଲା l ଅପରାହ୍ନରେ ପୁରସ୍କାର ବିତରଣ ଉତ୍ସବରେ ଅତିଥିଭାବେ ବରିଷ୍ଠ ସାମ୍ବାଦିକ ଶ୍ରୀବଛ ଧଳ, ପ୍ରଭାତ କୁମାର ମହାନ୍ତି, ପ୍ରତlପ କୁମାର ଦାସ, ସରପଞ୍ଚ ଦେବୀ ପ୍ରସାଦ ମିଶ୍ର, ବିଶ୍ୱଭୂଷଣ ଜେନା, ରଘୁନାଥ ଧଳ ପ୍ରମୁଖ ଯୋଗଦେଇ ଉଭୟ ଖେଳାଳିଙ୍କୁ ଆର୍ଥିକ ରାଶି ସହିତ ଟ୍ରଫି ପ୍ରଦାନ କରିଥିଲେ l ଏଥିରେ ମ୍ୟାନ ଅଫ ଦ ମ୍ୟାଚ ରାକେଶ ବାରିକ, ମ୍ୟାନ ଅଫ ସିରିଜ ପ୍ରଶାନ୍ତ କୁମାର ସାମଲ, ଖେଳ ପରିଚାଳନା ଦେବାଶିଷ ଧଳ, ମୃନମୟୀ ଜେନା କରିଥିବା ବେଳେ ଭାଷ୍ୟକାର ଭାବେ ସୋନୁ ମଲ୍ଲିକ, କାର୍ତ୍ତିକ ମଲ୍ଲିକ ଦାୟିତ୍ବ ତୁଲାଇଥିଲେ l ଏଥିରେ ଗ୍ରାମଞ୍ଚଳର ୧୬ ଗୋଟି କ୍ରିକେଟ ଟିମ ଅଂଶ ଗ୍ରହଣ କରିଥିଲେ l ଏହି ମ୍ୟାଚକୁ ଗୌରବ ଧଳ, ସ୍ୱୟଂଜିତ ବିଶ୍ୱାଳ, ସିଦ୍ଧାର୍ଥ ମଲ୍ଲିକ ଶ୍ରୀଧର ମଲ୍ଲିକ, ସୁବ୍ରତ ବିଶ୍ୱାଳ, ସୁରେନ୍ଦ୍ର ବାରିକ, ସତ୍ୟଜିତ ନାୟକ, ସୋନୁ, ଜଗନ ମଲ୍ଲିକ, ସନ୍ଦୀପ ଧଳ, ସୋମ୍ୟ ରଞ୍ଜନ ଧଳ, ଅଜିତ ଧଳ ପ୍ରମୁଖ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like