-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ଜଗନ୍ନାଥ ମହୋତ୍ସବ ପାଇଁ ସୁଭସ୍ତମ୍ଭ ସ୍ଥାପନ ସାତ ଦିନଧରି ପ୍ରଭୁଙ୍କ ଭଜନ କୀର୍ତ୍ତନରେ କମ୍ପିବ ଲୀଳାକ୍ଷେତ୍ର

22-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଆସନ୍ତା ମାର୍ଚ୍ଚ ୧୯ରୁ ୨୫ ପର୍ଯ୍ୟନ୍ତ ୭ଦିନ ଧରି ସୋନପୁରଠାରେ ଶ୍ରୀ ଜଗନ୍ନାଥ ମହୋତ୍ସବ ତଥା ପଞ୍ଚ କୁଣ୍ଡିୟ ବିଶ୍ଵଶାନ୍ତି ବିଷ୍ଣୁ ମହାଯଜ୍ଞ ଅନୁଷ୍ଠିତ ହେବ। ଏନେଇ ଆଜି କମିଟିର ସଭାପତି ଗଦାଧର ବାରିକଙ୍କ ତତ୍ତ୍ୱାବଧାନରେ ସମ୍ପାଦକ ଶ୍ୟାମା ଓଁ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ସ୍ଥାନୀୟ ରୟାଲ ପଡ଼ିଆରେ ଶୁଭସ୍ତମ୍ଭ ସ୍ଥାପନ ହୋଇଯାଇଛି। ମଧ୍ୟାହ୍ନରେ ପ୍ରଥମେ ଏକ ସାଳ ଗଛକୁ ପୂଜାର୍ଚ୍ଚନା କରି ସେଠାରୁ ଶୁଭ ଖମ୍ଭ ସଂଗ୍ରହ କରାଯାଇଥିଲା। ସନ୍ଧ୍ୟାରେ ପ୍ରବାଚକ ପଣ୍ଡିତ ଜିତୁ ଦାଶଙ୍କ ଦ୍ଵାରା ପ୍ରାରମ୍ଭିକ ସ୍ତମ୍ଭପୂଜା ହୋଇଥିଲା। ଏହାପରେ ମୁଖ୍ୟ ପୂଜକ ପଣ୍ଡିତ ରାଜୀବ ଲୋଚନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ପୂଜକ ରାଧେଶ୍ୟାମ ପୁରୋହିତ, ବୁଲୁ ମିଶ୍ର ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିଥିଲେ। ପୂଜାରେ କର୍ତ୍ତା ଭାବେ ବୈକୁଣ୍ଠ ଶତପଥୀ ଦାୟିତ୍ୱ ତୁଲାଇଥିଲେ। ଉକ୍ତ ଅବସରରେ ଶ୍ରୀବତ୍ସ ମଲ୍ଲିକ, ବେଣୁଧର ପ୍ରଧାନ, ଗଣପତି ବାଗ, ବାସୁଦେବ ତ୍ରିପାଠୀ, ମନୋଜ ବାରିକ, ସନ୍ତୋଷ ପଧାନ, ସଞ୍ଜୀବ ବେଦବାକ ଓ ମନୋରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like