-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଦଣ୍ଡପାଟ ଅଞ୍ଚଳ ବେହେରା କୁ ବ୍ଲକ ମାନ୍ୟତା ଦାବି ନେଇ ମୁଖ୍ୟ ମନ୍ତ୍ରୀଙ୍କୁ ଦାବି ପତ୍ର ।

22-Jan-2025



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )  କଳାହାଣ୍ଡି ଜିଲ୍ଲା ର ଦଣ୍ଡପାଟ ଅଞ୍ଚଳ ବେହେରା କୁ ସ୍ଵତନ୍ତ୍ର ଦଣ୍ଡପାଟ ବ୍ଲକ ଘୋଷଣା ଦାବିରେ  ମଙ୍ଗଳବାର ଦିନ କ୍ରିୟାନୁଷ୍ଠାନ କମିଟି ର ଆହ୍ୱାନରେ ୧୧ଟି ପଞ୍ଚାୟତ ବାସୀ ଧର୍ମଗଡ଼ ଉପଜିଲ୍ଲାପାଳ ମାଧ୍ୟମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଦେଇଛନ୍ତି। ଗୋଡଭଞ୍ଜା ଗୋଲେଇ ଛକ ରୁ ଧର୍ମଗଡ଼ ସହର ଯାଏଁ ଏକ ବିରାଟ ରାଲି ବାହାରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଥିଲା। କ୍ରିୟାନୁଷ୍ଠାନ କମିଟି ଉପଜିଲ୍ଲାପାଳ ଧୀମାନ ଚକମାଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ।
ଏହି ଦାବୀପତ୍ର ପ୍ରଦାନ ବେଳେ ୧୧ଟି ପଞ୍ଚାୟତ ତଥା ଦଣ୍ଡପାଟ ଅନ୍ତର୍ଗତ କୋକସରା ବ୍ଲକ ଅଧୀନ-ଗୋତମୁଣ୍ଡା,   ପୋଡ଼ାଗୁଡା,ଡାଲଗୁମା,ମୂଷାପାଳି ,ଡହଗାଁ,ଖୁଣ୍ଟିଆ ଥିବାବେଳେ ଧର୍ମଗଡ଼ବ୍ଲକ ଅନ୍ତର୍ଗତ  ବେହେରା, ଟେଣ୍ଡାପାଲି,ଜୟନ୍ତପୁର, ଛଞ୍ଚାଣବାହେଲି, ଧଅଁରପୁର ଆଦି ରହିଅଛି।ଏଥିରେ ବହୁ ସଂଖ୍ୟାରେ ମହିଳା ମାନେ ମଧ୍ୟ ସାମିଲ ହୋଇଥିବା ଦେଖା ଯାଇଥିଲା। ଭୌଗଳିକ ଦୃଷ୍ଟି କୋଣ ରୁ ବେହେରା ଗ୍ରାମ ଅଞ୍ଚଳର ମଧ୍ୟବର୍ତ୍ତୀ ସ୍ଥାନ ହୋଇଥିବା ବେଳେ ଏଠାରେ ବ୍ଲକ ଗଠନ ନିମିତ୍ତ ସବୁ ପ୍ରକାର ଭିତ୍ତିଭୂମି ରହିଛି। ଏହି ଗ୍ରାମକୁ ଅଞ୍ଚଳର ବ୍ୟବସାୟିକ ପେଣ୍ଠ ସ୍ଥଳୀ ମଧ୍ୟ କୁହାଯାଏ।୧୧ ଗୋଟି ପଞ୍ଚାୟତ ବ୍ୟତୀତ ପଡୋଶୀ ଜିଲ୍ଲା ନବରଙ୍ଗ ପୁର ର ଝରିଗାଁ ବ୍ଲକ ର ଅର୍ଦ୍ଧାଧିକ ଗ୍ରାମ ତଥା ପଡୋଶୀ ରାଜ୍ୟ ଛତିଶଗଡ ର ବର୍ଡର ଅଞ୍ଚଳର ହଜାର ହଜାର ଲୋକ ସବୁକ୍ଷେତ୍ର ରେ ବେହେରା ଉପରେ ପ୍ରାୟ ନିର୍ଭର କରିଥାନ୍ତି। ଏଠାରେ ଥିବା ସ୍କୁଲ କଲେଜ, ଡାକ୍ତରଖାନା,ଫରେଷ୍ଟ ଅଫିସ, ଆର ଆଇ ଅଫିସ,ପେଟ୍ରୋଲ ଟ୍ୟାଙ୍କ, ଗ୍ୟାସ ପଏଣ୍ଟ ଇତ୍ୟାଦି ଉପରେ ଆଖପାଖ ଅଞ୍ଚଳର ଲୋକେ ନିର୍ଭର କରିଥାନ୍ତି ।ମୂଲ ଧର୍ମଗଡ ବ୍ଲକ ଏହି ଅଞ୍ଚଳ ଠାରୁ ୨୦ ରୁ ୨୫ କିମି ଦୂରତା ଥିବା ହେତୁ  ଲୋକଙ୍କ ଆବଶ୍ୟକତା ବେହେରା ପୂରଣ କରିଥାଏ। ଏଣୁ ବେହେରା କୁ ଦଣ୍ଡପାଟ ବ୍ଲକ ଘୋଷଣା କରାଯିବାକୁ ୧୧ ଗୋଟି ପଞ୍ଚାୟତ ଲୋକ ଏବେ ଏକାଠି ହୋଇଛନ୍ତି । କାର୍ଯ୍ୟକ୍ରମ ଦଣ୍ଡପାଟ କ୍ରିୟାନୁଷ୍ଠାନ କମିଟି ର ସଭାପତି ଘନଶ୍ୟାମ ପଟେଲ ,କାର୍ଯ୍ୟକାରୀ ସଭାପତି ବରିଷ୍ଠ ଆଇନଜୀବୀ ଦିଗାମ୍ବର ଦୂରିଆ,ସମ୍ପାଦକ ପ୍ରଶାନ୍ତ ତିୱାରୀ,କୋଷାଧ୍ୟକ୍ଷ ଲଲିତ ବାଣୁଆ,ଆବାହକ ଭବେଶ ଗଇନ୍ତା, ଗୋନ୍ତିଆ,ବେହେରା ସମିତି ସଭ୍ୟ କିଶୋର ଚନ୍ଦ୍ର ନାଗ ଡାଲଗୁମା ସରପଞ୍ଚ ଯୋଗେନ୍ଦ୍ର ପଟ୍ଟନାୟକ,ଗୋତୋମୁଣ୍ଡ ସରପଞ୍ଚ ପଦ୍ମିନୀ ପୁଝାରୀ,
ମୂସାପାଲି  ସରପଞ୍ଚ ଅକ୍ଷୟ ନାଏକ,ପୋଡାଗୁଡ଼ା ସରପଞ୍ଚ ଜୟରାମ ନାଗ,ସମିତି ସଭ୍ୟ ରାଜୀବ ଖମାରୀଖୁଣ୍ଟିଆ  ସରପଞ୍ଚ ମାଧବୀ ଧରୁଆ, ଧର୍ମାନନ୍ଦ ସେଠିଆ,ପ୍ରୀତି ବେମାଲ, ଜିଲ୍ଲାପରିଷଦ ସଭ୍ୟ ହେମନ୍ତ ମାଝୀ, ଶଙ୍କର ଯୁଏଡ,ସିଦ୍ଧେଶ୍ୱର ଭଇଁଶାଲ, ତଥା ୧୧ଗୋଟି ପଞ୍ଚାୟତ ର ନିର୍ବାଚିତ ପ୍ରତିନିଧି ସମେତ ଅଞ୍ଚଳ ର  ହଜାର ହଜାର ବୁଦ୍ଧିଜୀବୀ,ସାଧାରଣଲୋକ କାର୍ଯ୍ୟକ୍ରମରେ ସାମିଲ ହୋଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like