-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଘଣ୍ଟାପଡାରେ ୩୧ କୁଣ୍ଡୀୟ ବିଶ୍ଵଶାନ୍ତି ବୈଦିକ ମହାଯଜ୍ଞ

22-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ାସ୍ଥିତ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଅଞ୍ଚଳରେ ପ୍ରଥମ ସଂସ୍କାରିତ ଭବ୍ୟ ୩୧ କୁଣ୍ଡୀୟ ବିଶ୍ଵଶାନ୍ତି  ବୈଦିକ  ମହାଯଜ୍ଞ  ଓ ବେଦାରମ୍ଭ ସଂସ୍କାର ଅନୁଷ୍ଠିତ ହୋଇଯାଇଛି   l   ଜଗତର କଲ୍ୟାଣ ନିମନ୍ତେ ଅଧ୍ୟକ୍ଷ ପୂଜ୍ୟ ସ୍ଵାମୀ ସୁଧାନନ୍ଦ ସରସ୍ଵତୀ ଶ୍ରୁତିନ୍ୟାସ ଙ୍କ ବ୍ରହ୍ମତ୍ଵ ରେ ଆୟୋଜିତ ଉକ୍ତ ବୈଦିକ କାର୍ଯ୍ୟକ୍ରମ ରେ ଆମ୍ବଗାଁ ପଞ୍ଚାୟତ କୁରୁକୁପା ନିବାସୀ ଶ୍ରୀମତୀ ମୀନତି  ଗରିଆ  ଓ  ଶ୍ରୀଯୁକ୍ତ ମଧୁସୂଦନ ଘିବେଲାଙ୍କ ଏକମାତ୍ର ପୁତ୍ର ଆୟୁଷ୍ମାନ ଶ୍ରୁତି ପ୍ରୟାସ  ର ଶୁଭ ବ୍ରତୋପନୟନ ଓ ବେଦାରମ୍ଭ ସଂସ୍କାର ବୈଦିକ ରୀତିନୀତି ରେ ସମ୍ପନ୍ନ ହୋଇଛି   l   କାର୍ଯ୍ୟକ୍ରମରେ ବହୁ ଶ୍ରଦ୍ଧାଳୁ ଓ ଜ୍ଞାନପିପାସୁ ଯୋଗଦେଇଥିଲେ I  ଏହି  କାର୍ଯ୍ୟକ୍ରମରେ  ବ୍ରହ୍ମାପୁଜ୍ୟ  ସ୍ଵାମୀଜୀ  ମହାରାଜ ମନୁଷ୍ୟ ଜୀବନରେ ଯଜ୍ଞ ର  ମହତ୍ତ୍ୱ ,ବ୍ରତୋପନୟନ ଓ  ବେଦାରମ୍ଭ ସଂସ୍କାର ର ଆବଶ୍ୟକତା ତଥା  ନିଜ ଜୀବନ ନିର୍ମାଣ  ଉପରେ ବେଦ ବର୍ଣ୍ଣିତ ବାଣୀ ମାର୍ଗଦର୍ଶନ କରିଥିଲେ I ୩୧ ଯୋଡି ଯଜମାନଙ୍କ ସହ ଉକ୍ତ କାର୍ଯ୍ୟକ୍ରମରେ  ଭାଗ ନେଇ ଥିବା ଶତାଧିକ  ବେଦ ପ୍ରେମୀ  ସ୍ଵାମୀଜୀ ଙ୍କ ପ୍ରବଚନ ରେ ଅନୁପ୍ରାଣିତ ହୋଇ  ନିଜ  ଜୀବନରୁ କୁସଂସ୍କାର, କୁନୀତି ଦୂର କରିବା ପାଇଁ ଶପଥ ନେଇଥିଲେ I ବେଦ ପ୍ରଚାର ସମିତି ବୌଦ୍ଧ ଓ ସୋନପୁରର କାର୍ଯ୍ୟକର୍ତ୍ତା ମାନେ ଭଜନ ଓ ଯଜ୍ଞ ପରିଚାଳନା ରେ  ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like