-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ଜାତୀୟ ସ୍ବାସ୍ଥ୍ୟ ମିଶନର ଯୋଗ ଶିକ୍ଷକ ଙ୍କ ବାର୍ଷିକ ସମ୍ଭିଳନୀ*-

22-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ଯୋଗ ସମିତି ଜାତୀୟ ସ୍ବାସ୍ଥ୍ୟ ମିଶନର ଯୋଗ ଶିକ୍ଷକ ଙ୍କ ଏକ ଦିବସୀୟ ସମ୍ବିଳନୀ ଅନୁଷ୍ଟିତ ହୋଇ ଯାଇଛି । ସୋନପୁର ସଦର ମହକୁମା ସ୍ମାର୍ଟ ପାର୍କ ର ଯୋଗ ମଣ୍ଡପ ରେ ଅନୁଷ୍ଟିତ ଏବଂ ସି ଡି ଏମ ପି ଏଚ ଓ ଡ଼ା ପ୍ରଦୀପ ଗରୁ ଙ୍କ ତତ୍ଵା ବଧାନ ରେ ଆୟୋଜିତ ଏ କାର୍ଯ୍ୟକ୍ରମ ରେ ଅତିଥି ଭାବରେ ସ୍ବାସ୍ଥ୍ୟ ବିଭାଗ ର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର  ଶ୍ରୀ ବିଶ୍ବମ୍ବର ବେହେରା,  ଜିଲ୍ଲା ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ , ମୁଖ୍ୟ ବକ୍ତା ଅଧ୍ୟାପକ ମଦନ ସୁନ୍ଦର କ୍ଷେତୀ ଯୋଗ ଦେଇ ଉଦ୍ଘାଟନ କରିଥିଲେ l ଓ ଯୋଗ ଶିକ୍ଷକ ଙ୍କ ପ୍ରଚେଷ୍ଟା ଓ ଉଦ୍ୟମକୁ ପ୍ରଶଂସା କରିବା ସହିତ ସମଗ୍ର ଜିଲ୍ଲାର କୋଣ ଅନୁକୋଣ ରେ ବ୍ୟାପକ ଯୋଗ ପ୍ରଚାର ଉପରେ ଗୁରୁତ୍ଵ ଆରୋପ କରିଥିଲେ । ଦିନକୁ ଦିନ ବଢୁଥିବା ସ୍ଵାସ୍ଥ୍ୟ ସମସ୍ୟା ଓ କ୍ରୋନିକ ରୋଗର ନିବାରଣ ପାଇଁ ଯୋଗ ଅପରିହାର୍ଯ୍ୟ ବୋଲି ସମସ୍ତ ଅତିଥି ନିଜର ମତ ରଖିଥିଲେ । ଏହି କାର୍ଯ୍ୟକ୍ରମ ରେ  ସ୍ମାର୍ଟ ପାର୍କ ର ଯୋଗ ସଂଯୋଜକ ମନୋ ରଞ୍ଜନ ତ୍ରିପାଠୀ ଅତିଥି ପରିଚୟ କରି ସଭା ସଂଯୋଜନା କରିଥିବା ବେଳେ ଯୋଗ ଗୁରୁ ମନୋଜ୍ କୁମାର ପଣ୍ଡା ସ୍ଵାଗତ ଅଭିଭାଷଣ ରଖି ଥିଲେ l ଯୋଗ ସମିତି ର ସଂଯୋଜକ ପରେଶ୍ ମେହେର  , ରବୀନ୍ଦ୍ର ଜେନା ସହଯୋଗ କରିଥିଲେ l ଶେଷରେ ଯୋଗ ଶିକ୍ଷକ ଅଚ୍ୟୁତାନନ୍ଦ ପୁଜାହାରୀ ଧନ୍ୟବାଦ ପ୍ରଦାନ କରିଥିଲେ l  ଶେଷରେ ଅତିରିକ୍ତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡ଼ା. ରମେଶ ଚନ୍ଦ୍ର ସ୍ୱାଇଁ, ADMO ଡ଼ା.ଦୈତ୍ୟ ନାରାୟଣ ପାଢ଼ୀ , ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ମନୋଜ କୁମାର ଅଦାବର ,  ସୋନପୁର କଲେଜ୍ NCC  ଲ୍ୟାଫ୍ଟନେଣ୍ଟ  ଅଧ୍ୟାପକ ଆଶିଷ ଅଗ୍ରୱାଲ , ଆଇନ ଜିବୀ ପ୍ରଦୀପ ପୁରୋହିତ ପହଂଚି  ଯୋଗ କୁ ଗାଁ ଗାଁ ରେ ପ୍ରତି ପାରିବାର ରେ ପହଞ୍ଚାଇ ଏକ ସୁସ୍ଥ ସମାଜ ଗଠନ କରିବାକୁ ଯୋଗ ଶିକ୍ଷକ ଙ୍କୁ ପରାମର୍ଶ ଓ ଉତ୍ସାହିତ କରିଥିଲେ l  ଯୋଗ ସମିତି, ସ୍ବଚ୍ଛ ଭାରତ କର୍ମକର୍ତା ଓ  ସୋନପୁର କଲେଜ୍ ଏନ୍ ସି ସି ର ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ । ଜିଲ୍ଲା ଯୋଗ ସଂଯୋଜକ ମନୋଜ ପଣ୍ଡା, ଯୋଗ ଶିକ୍ଷକ ବିଶ୍ୱଜିତ୍ ଚାନ୍ଦ, ଦୀପ୍ତି ରଞ୍ଜନ  କର୍ଣ୍ଣ,ଡାକ୍ତର କ୍ଷେତି, ସାଗରିକ ସାହୁ, ସୁଜାତା ସାହୁ , ମିନାକ୍ଷୀ ସାହୁ ପ୍ରମୁଖ ଶିବିର କୁ ପରିଚାଳନା କରିଥିଲେ । ପାର୍କ ର କେୟାର ଟେକର ହରି ଶଙ୍କର ଚୌଧୁରୀ ଓ ଅନ୍ୟ କର୍ମଚାରୀ ସହାଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like