-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଏସୟୁଜେ ଓଡ଼ିଶା ଯାଜପୁର ଜିଲ୍ଲା ଶାଖାର ଜିଲ୍ଲା ସ୍ତରୀୟ ଆଲୋଚନାଚକ୍ର

22-Jan-2025



ଯାଜପୁର(ରଞ୍ଜିତ ମହାନ୍ତି): ଯାଜପୁର ଜିଲ୍ଲାର ଦାନଗଦି ବ୍ଲକ ଅର୍ନ୍ତଗତ ଟମକା ଠାରେ ମହାଗିରୀ ପ୍ରେସ କ୍ଲବ ର ଆୟୋଜନ କ୍ରମେ ଏସୟୁଜେ ଓଡ଼ିଶା ଯାଜପୁର ଜିଲ୍ଲା ଶାଖାର ଜିଲ୍ଲା ସ୍ତରୀୟ ଆଲୋଚନାଚକ୍ର ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସଫଳତା ର ସହ ସମ୍ପନ୍ନ ହୋଇଛି। ଅର୍ଗସ ଟିଭି ର ମୁଖ୍ୟ ସମ୍ପାଦକ ସଞ୍ଜୟ କୁମାର ଜେନା, ମୁଖ୍ୟବକ୍ତା ଭାବେ ଏସୟୁଜେ ଓଡ଼ିଶାର 

ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ, ସ୍ଵତନ୍ତ୍ର ଅତିଥି ଭାବେ ଦାନଗଦି ବ୍ଲକ ବିଡ଼ିଓ ପ୍ରଦୀପ କୁମାର ସେଠୀ, ସମ୍ମାନୀତ ଭାବେ ଅତିଥି ଆଇଆଇଟି ପ୍ରଫେସର ଦୁଃଖବନ୍ଧୁ ସାହୁ, ଟାଟା ଷ୍ଟିଲ ୟୁନିଟ ହେଡ୍ ଜୟନ୍ତ କୁମାର ତ୍ରିପାଠୀ, ଜାତୀୟ ସାମ୍ବାଦିକ ୟୁନିୟନର ସ୍ଵତନ୍ତ୍ର ନିମନ୍ତ୍ରିତ ସଭ୍ୟ ଚିନ୍ତାମଣି ପାଢ଼ୀ ପ୍ରମୁଖ ଯୋଗ ଦେଇ ଥିବା ବେଳେ ଜିଲ୍ଲା ଶାଖା ସଭାପତି ସୁବାଷ ଧଳ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲା ସାଧାରଣ ସମ୍ପାଦକ ଅବିନେଶ୍ଵର ଶତପଥୀ, ମହାଗିରୀ ପ୍ରେସ କ୍ଲବ ସଭାପତି ହରିହର ବାରିକ, ସାଧାରଣ ସମ୍ପାଦକ ମଳୟ କୁମାର ରାଉତ ପ୍ରମୁଖ ମଂଚାସୀନ ରହି "ସଙ୍କଟରେ ଗଣମାଧ୍ୟମ" ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like