-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଡେଲାଙ୍ଗରେ ବର୍ଦ୍ଧିତ ଭତ୍ତା ଟଙ୍କା ବାଣ୍ଟିଲେ ବିଧାୟକ ଓ ସାଂସଦ

22-Jan-2025



ଡେଲାଙ୍ଗ*ଦିଲୀପକୁମାର ଧାଉଡିଆ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁପଟ୍ଟନାୟକ ସମ୍ମିଳନୀ କକ୍ଷରେ ସୋମବାର ଦିନ ବର୍ଦ୍ଧିତ ଭତ୍ତା ୮୦ ବର୍ଷରୁ ଅଧିକ ବୟସ୍କକ ଓ ୮୦ ପ୍ରତିଶତ ରୁ ଅଧିକ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ବାଣ୍ଟିଛନ୍ତି  ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ପୁରୀ ସାଂସଦ ଡ଼କ୍ଟର ସମ୍ବିତ୍ ପାତ୍ର। ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି ପ୍ରତିଶ୍ରୁତି ଦେଇଥିଲା ଆମ ସରକାରକୁ ଆସିବା ମାତ୍ରକେ ୩ହଜାର ୫୦୦ ଟଙ୍କା ସାମାଜିକ ଭତ୍ତା ଟଙ୍କା ବୃଦ୍ଧି କରାଯିବ। ଏବେ ସରକାର କୁ ଆସିବାପରେ ଆଜି ସାମାଜିକ ସୁରକ୍ଷା ଯୋଜନାରେ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଛି। ଆଜି ଡେଲାଙ୍ଗ ବ୍ଲକ୍ ରେ ୨୧ଟି ପଞ୍ଚାୟତର ସମୁଦାୟ ୨ହଜାର ୪ସହ ୪ ଜଣଙ୍କ ମଧ୍ୟରୁ ୨ସହ ୧୦ ଜଣଙ୍କୁ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଡେଲାଙ୍ଗ ବ୍ଲକ୍ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିସଙ୍କ, ବିଡ଼ିଓ  କ୍ଷିତିଶ ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ବାରିକ ସମେତ ଡେଲାଙ୍ଗ ବ୍ଲକ୍ ର ବିଭିନ୍ନ ଗ୍ରାମ ପଞ୍ଚାୟତ ର ସରପଞ୍ଚ, ସମିତିସଭ୍ୟ /ସଭ୍ୟା,ପିଇଓ ,ଜିଆରଏସ୍ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ। ସେହିପରି ବକେୟା ରହିଥିବା ହିତାଧିକାରୀ ମାନେ ନିଜ ନିଜ ଗ୍ରାମ ପଞ୍ଚାୟତ ରୁ ବାର୍ଦ୍ଧକ୍ୟ ଭତ୍ତା ଓ ଭିନ୍ନକ୍ଷମ ଭତ୍ତା ନେଇପାରିବେ ବୋଲି ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ତପନ କୁମାର ଦାଶ ସୂଚନା ଦେଇଛନ୍ତି । ପୂର୍ବରୁ ୧୨୦୦ ଟଙ୍କା ପାଉଥିବା ବେଳେ ଏବେ ୩୫୦୦ ଟଙ୍କା ୮୦ ବର୍ଷରୁ ଅଧିକ ବୟସ୍କ ହିତାଧିକାରୀ ଓ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ ଦିବ୍ୟାଙ୍ଗ ହିତାଧିକାରୀ ଭତା ଟଙ୍କା ପାଇ ଖୁସି ଅନୁଭବ କରିଥିବା ଦେଖିବାକୁ ମିଳିଥିଲା। ଏହି ଅବସରରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ତିନି ଜଣ ଦିବ୍ୟାଙ୍ଗ  ପ୍ରଦୀପ୍ତ କୁମାର ବାରିକ, ଲଲାଟ କିଶୋର ସ୍ୱାଇଁ, ସନ୍ତୋଷ ସ୍ୱାଇଁଙ୍କୁ ୩ଟି ଇ -ଅଟୋ  ପ୍ରଦାନ କରିଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like