-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସ୍ବଗତ ଧବଲେଶ୍ଵର ଦଲପତି ଙ୍କ ବିୟୋଗରେ ଶୋକ ସଭା

12-Jan-2021



ପାଟଣାଗଡ଼ (ଗୋରେଖନାଥ ବରିହା) ବ୍ରହ୍ମ।ପୁରା ସ୍ଥିତ ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ (ଏସ.ଏସ.ଏସ.ଓ)  ଧବଲେଶ୍ଵର ଭୋଇ ଙ୍କ ଦୂର୍ଘଟଣା ଜନିତ ମୃତ୍ୟୁ ରେ ଆଦିବାସୀ ସଂଘ ଏକ ଶୋକସଭା ରେ ଗଭୀର  ଦୁଃଖ ପ୍ରକାଶ କରିଛି ।ସ୍ବଗତ ଦଳିପତି ଆଦିବାସୀ ସଂଘ ର ଜଣେ ପ୍ରତିଷ୍ଠାତା ସଭ୍ୟଥିଲେ ଏବଂ ବିଭିନ୍ନ ସାମାଜିକ ସାଂସ୍କୃତିକ ସହିତ ଜଡିତ ଥିଲେ । ଗଣ୍ଡୱ।ନ ଗଣ୍ଡ ମହାସଭାର ସକ୍ରିୟ ସଦସ୍ୟ ଓ କୋଷାଧ୍ୟକ୍ଷ ଥିଲେ । ପାଟଣାଗଡ଼ ବ୍ଳକ ର ସାମାଜିକ ସଂପ୍ରସାରଣ ଅଧିକାରୀ ଭାବରେ ଦକ୍ଷତା ର ସହ କାମ କରି ପଦୋନ୍ନତୀ ପାଇଥିଲେ । ପାଟଣାଗଡ଼ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ସାମାଜିକ ସୁରକ୍ଷା ଅଧିକାରୀ ଭାବରେ ମଧ୍ୟ ସୁଚାରୁରୂପେ କାର୍ଯ୍ୟ ସଂପାଦନ କରି ଲୋକ ପ୍ରିୟ ହୋଇଥିଲେ ବୋଲି ବକ୍ତା ମାନେ ଶ୍ରୃତିଚାରଣ କରିଥିଲେ । ସ୍ବର୍ଗତ  ଦଳପତି ଙ୍କ ଫୋଟୋ ଚିତ୍ର ରେ ଶ୍ରଦ୍ଧା ସୁମନ ଅର୍ପଣ କରି ଆଦିବାସୀ ମାନେ ତାଙ୍କର ଅମର ଆତ୍ମ ର ସତଗତି କାମନା କରି ଥିଲେ । ଅନୁଷ୍ଠିତ ଶୋକସଭା ରେ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘର ମହାସଚିବ ନିରଞ୍ଜନ ବିଶି ,ଗଣ୍ଡୱ।ନା ଗଣ୍ଡ ମହାସଭାର  ମହାସଚିବ ରାମଚନ୍ଦ୍ର ଧରୁଆ , ସଂଗଠକ ଲେକୃ ଧରୁଆ ,ଯୁବ ଆଦିବାସୀ ସଂଗଠକ ମନବୋଧ ବରିହା , ନିହାର ରଞ୍ଜନ ଭୋଇ ,ଘନ ଭୋଇ ,ଜତନ ବୁଡେକ , ରମେଶ ବରିହା , ଲଲିତ ମଲିକ ,ଘନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like