-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ରେ ସୁନ୍ଦରଗଡ଼ ଦଳ ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ*

22-Jan-2025



-  ସୋନପୁର-( ମନୋରଞ୍ଜନ ତ୍ରିପାଠୀ )ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସୋନପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ   ୩୬ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକ୍ ଫେଷ୍ଟ୍ ର ପ୍ରଥମ ସେମି  ଫାଇନାଲ ମ୍ୟାଚ ଆଜି ସୁନ୍ଦରଗଡ଼ ନବ ଜୀଵନ କ୍ରିକେଟ କ୍ଲବ୍  ଓ ରକେଟ ମୁମ୍ବାଇ ଦଳ ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ପ୍ରଥମ, ଟି ଟ୍ୱେଣ୍ଟି ମ୍ୟାଚ୍ ରେ ସୁନ୍ଦରଗଡ଼ ଦଳ କୁ ହରାଇ ୭ ଓଭର ୭  ୱିକେଟ ରେ ବିଜୟୀ  ହୋଇଥିବା ବେଳେ ଟି ଟେନ ଫର୍ମାଟ ମ୍ୟାଚ୍ ରେ ମୁମ୍ୱାଇ ଦଳ ୧୦ ଓଭର ରେ ସୁନ୍ଦର୍ ଗଡ଼ ଦଳ କୁ ୮୯ ରନ୍ ଟାର୍ଗେଟ ଦେଇଥିଲା l କିନ୍ତୁ ସୁନ୍ଦରଗଡ଼ ଦଳ ଏହି ଟି ଟେନ ଫର୍ମାଟ ମ୍ୟାଚ୍ ରେ ମଧ୍ୟ ମୁମ୍ବାଇ ଦଳ କୁ ହରାଇ ୧ ଓଭର  ଓ  ୭ ୱିକେଟ୍ ରେ ମ୍ୟାଚ ବିଜୟୀ ହୋଇ ଫାଇନାଲ କୁ ପ୍ରବେଶ କରିଛି l ଆଜିର ମ୍ୟାନ୍ ଅଫ ଦି ମ୍ୟାଚ ସୁନ୍ଦରଗଡ଼ ଦଳ ର ଖେଳାଳି ବ୍ରିଜେଶ ଶର୍ମା ଙ୍କୁ ଆଜିର ର ଅତିଥି ପୋଲିସ କନେଷ୍ଟ୍ବଲବଲ ଏସୋ ସିଏସନ୍ ସଂଘ ସଭାପତି ଦିନେଶ ରଞ୍ଜନ ମିଶ୍ର ଙ୍କ ଦ୍ବାରା ପୁରସ୍କୃତ କରା ଯାଇଥିଲା l ଅଚ୍ୟୁତ ମିଶ୍ର ଓ ଟୁଟୁ ରାଓ ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ଓ ସି ଏ ର ପ୍ୟାନେଲ ଅମ୍ପାୟାର ସତ୍ୟ ପ୍ରାସାଦ ରଥ, ପୃଥି ରାଜ ମିଶ୍ର ଖେଳ ପରିଚାଳନା କରିଥିଲେ l ବିନୋଦ ପାତ୍ର, ଦିନେଶ ଘିବିଲା, ପାର୍ଥ ସାରଥି ଦାଶ ସ୍କୋରର ଭାବେ ଦାୟିତ୍ବ ତୁଲାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like