-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ବିଜେପୁରରେ ଜାତୀୟ ବାଳିକା ଦିବସ

22-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଵାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି।ବିନିକା ବ୍ଲକର ପ୍ରାକ୍ତନ ବିଇଓ ଘନଶ୍ୟାମ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।ପରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ସଂଗୀତ, ବକ୍ତୃତା,ଏକକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବ୍ଲକର ୧୨ଟି କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଗଣ ପ୍ରତିଯୋଗିତାରେ ସାମିଲ୍ ହେଇଥିଲେ। ଆଗାମୀ ୨୪ରେ ଜିଲ୍ଲାସ୍ତରୀୟ ଜାତୀୟ ବାଳିକା ଦିଵସ ପ୍ରତିଯୋଗିତାକୁ ଛଅଜଣ ଛାତ୍ରୀ ଭାଗ ନେବାକୁ କୃତିତ୍ୱ ଅର୍ଜନ କରିଥିଲେ। ଉଦଯାପନୀ ସମାରୋହରେ ଶିକ୍ଷାପ୍ରେମୀ ଘନଶ୍ୟାମ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ ଓ ଦିବାକର ଵରିହା, ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ଶଙ୍କର ପଟେଲ ମଞ୍ଚାସୀନ ଥିଲେ। ସେହିପରି ବ୍ଲକସ୍ତରୀୟ ପାଚିକା ସହାୟିକାଙ୍କ ପ୍ରଶିକ୍ଷଣ ଶିବିରରେ ଆୟୋଜିତ ଖାଦ୍ୟ ମେଳାରେ ଉତ୍ତମ ଖାଦ୍ୟ ପ୍ରସ୍ତୁତି କରିଥିବା ବିଜେପୁର, ଵଡବ୍ରାହ୍ମଣୀ ଓ ବଡବାଉଁଶେନ କ୍ଲଷ୍ଟରର ମୋଟ ତିନିଜଣ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସିଆରସିସି ରାଜେଶ୍ଵର ବେହେରା ଓ ସୁଧାଂଶୁ ଶେଖର ଜାଲ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ସିଆରସିସି ତ୍ରିନାଥ ସେଠ, ନବୀନ କୁମାର ସାହୁ,ଡୋଳାମଣି କୁମ୍ଭାର, ପ୍ରଭାତ ରଞ୍ଜନ ସାହୁଙ୍କ ସମେତ ସମସ୍ତ ସିଆରସିସିମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like