-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ "ଜାତୀୟ ବାଳିକା ଦିବସ ପାଳିତ"

22-Jan-2025



ପାଇକମାଳ:(ନିରଞ୍ଜନ ତ୍ରିପାଠୀ)-ଆଜି ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମାଳ ଠାରେ ବ୍ଲକ ସ୍ତରୀୟ ଜାତୀୟ ବାଳିକା ଦିବସ ପାଳନ ହୋଇ ଯାଇଛି l ଉଦ୍ଦଘlଟନି ଉତ୍ସବ ପାଇକମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଥିଲା ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ ଅଧିକାରୀ ବାସନ୍ତୀ ପୂର୍ତ୍ତି ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ନନ୍ଦଳାଲ ନାୟକ ସହ ଶିକ୍ଷା ଅଧିକାରୀ ଢ଼ଲେନ୍ଦ୍ର ବାରିକ, ରାଧେଶ୍ୟାମ ମେହେର,ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ପଣ୍ଡା ମଞ୍ଚାସିନ ଥିଲେ l ଚୂଡ଼ାମଣି ବାରିକ ଙ୍କ ଅଧ୍ୟକ୍ଷତା ରେ ଉଦ୍ଦଯାପନୀ ଉତ୍ସବ ରେ ମୂଖ୍ୟଅତିଥି ଡ. ନିରୁପମା ନାୟକ ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ କlଳିପ୍ରସନ୍ନ ବେହେରା ଓ କର୍ମୁ ବିଶ୍ଵାଳ 
ମଞ୍ଚlସିନ ଥିଲେ l ସଭା ରେ ଧନ୍ୟ ବାଦ ଅର୍ପଣ କରିଥଲେ ଢଲେନ୍ଦ୍ର ବାରିକ ଏବଂ ଶିକ୍ଷକ ସେବକ ସେଠ ସଭା ପରିଚାଳନା କରିଥଲେ l ବିଭିନ୍ନ ପ୍ରତିଯୋଗୀତା ରେ ପ୍ରଥମସ୍ଥାନ ଅଧିକାର କରିଥିବା ପ୍ରତିଯୋଗି ମାନେ ବରିଷ୍ଟ ବର୍ଗ ରେ ବକୃତା ରେ   ଭାରତୀ ଡନସେନା , ସଙ୍ଗୀତ ରେ ଅହଲ୍ୟା ସାଗର, ଏକକ ନୃତ୍ୟ ରେ ଝରଣା ସାହୁ କନିଷ୍ଠ ବର୍ଗରେ ବକୃତା ରେ ଦିଷl ପ୍ରିୟଦର୍ଶିନି, ସଙ୍ଗୀତ ରେ ପ୍ରତ୍ୟାସl ଦ୍ଵୀପ ଓ ନୃତ୍ୟ ରେ ଦୀପ୍ତିମୟୀ ଛତର ଆସନ୍ତା ୨୪ ତାରିଖ ହେବାକୁ ଥିବା ଜିଲ୍ଲାସ୍ତରୀୟ ବାଳିକା ଦିବସ ପ୍ରତିଯୋଗିତା ରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like