-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

ବିଜେପୁରରେ କାୟାକଳ୍ପ ତଦାରଖ ଦଳ ଙ୍କ ପରିଦର୍ଶନ

22-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରରେ ପ୍ରତିବର୍ଷ ଭଳି ତା ୨୨.୦୧.୨୦୨୫ ରିଖ ବୁଧବାର ଅପରାହ୍ନ ସମୟରେ ଭୁବନେଶ୍ବରରୁ ଆସିଥିବା କାୟାକଳ୍ପ ତଦାରଖ ଦଳ ଆସି ଡାକ୍ତରଖାନା ଭିତ୍ତିଭୂମି,ପରିମଳ ବ୍ୟବସ୍ଥା, ପରିସ୍କାର ପରିଚ୍ଛନ୍ନତା,ରକ୍ତ ନମୁନା ସଂଗ୍ରହ କକ୍ଷ, ଅସ୍ତ୍ରୋପଚାର କକ୍ଷ,ଆଉଟଡୋର,ଇନଡୋର୍ ଇତ୍ୟାଦି ଅନେକ ଗୁଡିଏ କକ୍ଷ ପରିଦର୍ଶନ କରିଥିଲେ।
 ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ  ବିଭିନ୍ନ ବିଭାଗୀୟ କାଗଜ ପତ୍ର ସମ୍ପୂର୍ଣ୍ଣ ଭାବେ ଅନୁଧ୍ୟାନ କରିବା ଦେଖିବାକୁ ମିଳିଥିଲା। ଭୁବନେଶ୍ବରରୁ ଡ.ବିଜୟ କୁମାର ଧଳ,ଡ.ଦୟାଶିଷ ସାହୁ, ଶିଶିର କୁମାର ଗ୍ରହାଚାର୍ଯ୍ୟ, ବରଗଡ଼ରୁ ଡିପିଏମ ଗିରିଜା ପ୍ରସାଦ ମିଶ୍ର,ଏ ଏମ କ୍ୟୁ ଏ ଦିପାଞ୍ଜଳୀ ପଧାନ ସାମିଲ ହୋଇଥିଲେ।

ପ୍ରାରମ୍ଭେ ଅନୁଧ୍ୟାନ ଦଳଙ୍କୁ ମେଡିକାଲ ଅଫିସର ଡ.ଶ୍ରୀଧର ପଧାନ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡ.ପୂର୍ଣ୍ଣ ଶଙ୍କର ମେହେର,ଡ. ସୁଦିପ୍ତ ପ୍ରଧାନ,ଡ.ପ୍ରଜ୍ଞା ପାରମିତା ପାତ୍ର,ଡ.ଲିଙ୍ଗରାଜ ଦାଶ,ଷ୍ଟାଫ ନର୍ସ କମଳିନୀ ସାହୁ,ଷ୍ଟାଫନର୍ସ ଡୋଲାମଣି ସାହୁ, ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା ଶ୍ରୀମତୀ କବିତାଞ୍ଜଳୀ ଦାଶ,ପିଏଚଇଓ ସୁଦାମ ଚରଣ ପାଣିଗ୍ରାହୀ,ବି ଏନ ଏଲ ଡବ୍ଲୁ ଅମିତ କୁମାର ସାହୁ,ଏସଏସଟି ଦେବାଶିଷ ଦେବତା,ପରିମଳ ସୁପରଭାଇଜର କୁନା ମେହେର,ବିପିଏମ ବିଜୟ କୁମାର ସରାପ, ବ୍ଲକ ଏକାଉଣ୍ଟସ ମେନେଜର ବାଲଗୋପାଳ ପଣ୍ଡା,ବିଡିଏମ ନାରାୟଣ ପାଢ଼ୀ, ଡାଟା ଏଣ୍ଟ୍ରି ଅପରେଟର କ୍ଷୀରୋଦ୍ର ସାହୁ ତଥା ସମସ୍ତ କର୍ମଚାରୀ ବୃନ୍ଦ ଫୁଲତୋଡ଼ା ସହ ଉପଢୌକନ ଦେଇ ସ୍ୱାଗତ କରି ପୋଛୋଟି ଆଣିଥିଲେ। ଏଅବସରରେ ଏକ ସଭାର ଆୟୋଜନ ହୋଇଥିଲା।ସଭାରେ ୨୦୨୩-୨୪ ବର୍ଷର ଫଟୋ ଚିତ୍ର କୁ ନେଇ ହୋଇଥିବା ଆଲବମ କୁ ଅନୁଧ୍ୟାନକାରୀ ମାନେ ଉନ୍ମୋଚନ କରିଥିଲେ। ଯାହାକି ସମସ୍ତ କର୍ମଚାରୀ ବୃନ୍ଦଙ୍କୁ ଉତ୍ସର୍ଗୀକୃତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like