-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||     

HOME   ଜିଲ୍ଲା

ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଦଶବର୍ଷ ପୂର୍ତ୍ତି ପାଳନ

22-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) 
ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା, ସୁବର୍ଣ୍ଣପୁର ଆନୁକୂଲ୍ୟରେ ଦଶ ବର୍ଷ ପୂର୍ତ୍ତି ଅବସରରେ ବେଟି ବଚାଓ ବେଟି ପଢ଼ାଓ ଶୁଭାରମ୍ଭ ଅନୁଷ୍ଠିତ ହୋଇ ଅଛି l ଏଥିରେ  କସ୍ତୁରିବା ଗାନ୍ଧୀ ଆବାସିକ ବିଦ୍ୟାଳୟ, ସୋନପୁର ର 180 ଜଣ ଛାତ୍ରୀ ଭାଗ ନେଇ ବିଜୁ ପଟ୍ଟନାଏକ ଛକ ଠାରୁ ଆଜି ସକାଳ ଆଠ ଘଣ୍ଟା ସମୟରେ ବାହାରି ନଳିନୀ ଛକ ଦେଇ କସ୍ତୁରିବା ଗାନ୍ଧୀ ଆବାସିକ ବିଦ୍ୟାଳୟକୁ ସଚେତନତା ପଦ ଯାତ୍ରା ଅନୁଷ୍ଠିତ  l ଏହି ରାଲି କାଯ୍ୟକ୍ରମକୁ ଶିଶୁ ମଙ୍ଗଳ କମିଟି ସଦସ୍ୟ   ହେମନ୍ତ କୁମାର ସା ପତାକା ଦେଖାଇ ଉଦଘାଟନ କରିଥିଲେ । ଏହା ପରେ କସ୍ତୁରିବା ଗାନ୍ଧୀ ଆବାସିକ ବିଦ୍ୟାଳୟ, ସୋନପୁର ଠାରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଚତୁର୍ଥଭୁଜ ଦାଶ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଯୋଗଦେଇ ଏଠାରେ ବେଟି ବଚାଓ ବେଟି ପଢ଼ାଓ ଶପଥ ପାଠ କରାଇଥିଲେ। ଶିଶୁମାନେ  ରଙ୍ଗୋଲି କରିବା ସହ, କନ୍ୟାରତ୍ନ ଉପରେ ଛାତ୍ରୀ ମାନେ ନୃତ୍ୟ ପରିଦର୍ଶନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ନିବାହି ଅଧିକାରିଣୀ ଜ଼ିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଜେଣ୍ଡର ସଂଯଜକ ମାନସ ସେଟ, ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର, ସୁରକ୍ଷା ଅଧିକାରୀ, ବିଜୟ ବିଶ୍ୱାଳ, ବାଲ୍ୟ ବିଭାହ ସଂଯଜକ ଅକ୍ଷୟ କୁମାର ସିଂ, ପୋଷଣର ସଂଯଜକ, ସଂଜୀବ ମିଶ୍ର, କସ୍ତୁରିବା ଗାନ୍ଧୀ ର ଅଧ୍ୟକ୍ଷl ଉପସ୍ଥିତ ରହି ନିଜ ନିଜର ବ୍ୟକ୍ତବ୍ୟ ରଖିଥିଲେ l ଶେଷରେ ଏହି କାର୍ଯ୍ୟକ୍ରମକୁ ରେୟାର ra ସମ୍ପାଦକ ଶ୍ରୀ ଅନଙ୍ଗ ନେଗୀ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ରେ ଥାବିର କଲ୍ସେ,  ରୁଦ୍ର ପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁଡ଼ ଓ ଅନିଲ କୁମାର ମହଲl,ସୁଜାତା ବେହେରା,ରୋଜି ସା ଆଦି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026

You Might Also Like