-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

22-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ସହର ସ୍ଥିତ ପ୍ରକୃତି ବିହାର ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ  ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରୀ ଗାୟତ୍ରୀ ପଟେଲ ସୁନ୍ଦର ମଞ୍ଚ ପରିଚାଳନା କରିଥିବା ବେଳେମୁଖ୍ୟ ଅତିଥି ଭାବେ ଚେୟାରମେନ୍ ଶ୍ରୀ ଅଜିତ କୁମାର ମେହେର ଓ ଅନୁଷ୍ଠାନର  ଏକାଡେମିକ୍ ଡାଇରେକ୍ଟର ଗୋବିନ୍ଦ ମେହେର, ଆଡମିନିଷ୍ଟ୍ରେଟିଭ୍ ଡାଇରେକ୍ଟର ନେତ୍ରମଣୀ ମେହେର, ଉପାଧ୍ୟକ୍ଷ ସଞ୍ଜୟ ବାରିକ,ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ମୋହିନୀ ମେହେର,ଅଧ୍ୟାପିକା ରିତା ପ୍ରଧାନ, ସଂଜଳୀ ପଟେଲ,ଟିକି ସାହୁ, ସୁଜାତା ପ୍ରଧାନ,ଜ୍ୟୋତି ପ୍ରଧାନ, ଦିପାଞ୍ଜଳି ମେହେର, ହେଲିସା ବେହେରା, ନିଲମ୍ ସାହୁ,ଅଧ୍ୟାପକ ପ୍ରଫୁଲ୍ଲ ପ୍ରଧାନ, ସୁଶାନ୍ତ ସାହୁ,ଲୟକାନ୍ତ କୁମ୍ଭାର,ଆଲୋକ ପୋଢ଼ ଓ ସମସ୍ତ ଛାତ୍ରଛାତ୍ରୀ ତଥା ଅନୁଷ୍ଠାନର ସମସ୍ତ କର୍ମଚାରି ଉପସ୍ଥିତ ଥିଲେ। ଚେୟାରମେନ୍ ଶ୍ରୀଯୁକ୍ତ ମେହେର ଛାତ୍ରଛାତ୍ରୀ ମାନେ ଦେଶର ଭବିଷ୍ୟତ ବୋଲି ମତ ରଖିଥିବା ବେଳେ ଅଧ୍ୟକ୍ଷ ଛାତ୍ର ଛାତ୍ରୀ ମାନେ ଗୁରୁ ମାନଙ୍କର ଅମୂଲ୍ୟ ରତ୍ନ କହିଥିଲେ।ଶେଷରେ ଛାତ୍ରୀ ଆସିକା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ଛାତ୍ର ପୀୟୂଷ,ପ୍ରତ୍ୟୁଷ, କିସାନ୍ ,ନୂତନ,ଭୋଲାଶଙ୍କର,ଖୁସିରାମ, ଶୁଭମ୍,ଛାତ୍ରୀ ସୀମା,ନମ୍ରତା,ଶିବାନୀ ପ୍ରମୁଖ ଖାଦ୍ୟ ବଣ୍ଟନରେ ସହଯୋଗ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଉପାଧ୍ୟକ୍ଷ ଶ୍ରୀବାରିକ ଛାତ୍ରଛାତ୍ରୀ ଶୃଙ୍ଖଳାକୁ ଭୂୟସୀ ପ୍ରଶଂସା କରିଥିଲେ ଓ ଏବର୍ଷ ମଧ୍ୟ ପରୀକ୍ଷାରେ ଛାତ୍ରଛାତ୍ରୀ ମାନେ ଭଲ ପ୍ରଦର୍ଶନ କରିବେ ବୋଲି ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like