-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଆମପାଣି ଏସ୍ ଏସ୍ ଡି ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ, ଛାତ୍ରଛାତ୍ରୀ ଉତ୍ସାହିତ

22-Jan-2025



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଆମପାଣି ସରକାରୀ ଏସ୍ ଏସ୍ ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ 
ବୁଧବାର ବିଦ୍ୟାଳୟ ର ୭୫ ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁ ଙ୍କ ସଭାପତିତ୍ବରେ ଆୟୋଜିତ ଏହି ବାର୍ଷିକ ଉତ୍ସବ ରେ ବିଧାୟକ ଙ୍କ ଦ୍ଵାରା ପ୍ରତିନିଧିତ୍ଵ କରିଥିବା ଆମପାଣି ମଣ୍ଡଳ ବିଜେପି ସଭାପତି ମଧୁବନ ପାତ୍ର ମୁଖ୍ୟ ଅତିଥି ଭାବେ 
ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ  ଅନୁଷ୍ଠାନର ଦାବି ରହି ଥିବା ବିଭିନ୍ନ ସମସ୍ୟାକୁ ମାନ୍ୟବର ଧର୍ମଗତ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମହୋଦୟ ଙ୍କ ପାଖରେ ଉପସ୍ଥାପନା କରି ସମସ୍ୟାର ସମାଧାନ ପାଇଁ ନିବେଦନ କରିବି ବୋଲି କହିଥିଲେ । ଏଥିରେ ମୁଖ୍ୟ ବକ୍ତା ଭାବେ ବେହେରା କଲେଜ ଅଧ୍ୟାପକ ଅକ୍ଷ ପଟ୍ଟନାୟକ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଆମପାଣି ସରପଞ୍ଚ ରୁକ୍ମିଣୀ ବାଣୁଆ, ଅଞ୍ଚଳର ସୁପରିଚିତ ମହିଳା ନେତ୍ରୀ ତିଳୋତ୍ତମା ନାଏକ,କୋକସରା ବ୍ଲକ ସାମ୍ବାଦିକ ସଂଘ ସଭାପତି ଚକ୍ରଧର ବେଶ୍ରା,  ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରୁଷିମଣି ମାଝି,ଉଚ୍ଚ ବିଦ୍ୟାଳୟ ଉପାଧ୍ୟକ୍ଷ ଜୟ ପାଳ, ସମାଜ ସେବୀ ସୁରେଶ ଚନ୍ଦ୍ର ସାହୁ,ପ୍ରମୁଖ ମଞ୍ଚାଶିନ ହୋଇଥିଲେ। ପ୍ରଥମେ ଅତିଥି ପରିଚୟ ପ୍ରଦାନ ଓ ସ୍ଵାଗତ ସମ୍ବର୍ଦ୍ଧନା ପରେ ଗଣାଧିପତି ଗଜାନନ ଙ୍କ ପ୍ରତିମୂର୍ତ୍ତୀରେ ଅତିଥି ଙ୍କ ଦ୍ଵାରା ମାଳ୍ୟାର୍ପଣ ଓ ଦୀପ ନୈବେଦ୍ୟ ଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥିଲା । ବିଦ୍ୟାଳୟ ର ଛାତ୍ରୀ ମାନେ ଅତିସୁନ୍ଦର ଓ ସୁମଧୁର କଣ୍ଠରେ ସ୍ୱ।ଗତ ସଙ୍ଗୀତ ଗାନ କରିଥିଲେ । ପରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ବିଦ୍ୟାଳୟ ବିବରଣୀ ଆଦି ପଠନ କରିଥିଲେ । ଅତିଥି ମାନେ ବିଦ୍ୟାଳୟ ଏବଂ ଛାତ୍ରଛାତ୍ରୀ ମାନଙ୍କ ବିକାଶ ଉପରେ ବିଶେଷ ମତବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ବିଭିନ୍ନ ପ୍ରତିଯୋଗିତାରେ ଉତ୍ତିର୍ଣ ପ୍ରତିଯୋଗି ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପତ୍ର ଆଦି ପ୍ରଦାନ କରାଯାଇଥିଲା । ଏଥିରେ 
ବିଦ୍ୟାଳୟ ର ଯଶୋବନ୍ତ ମାଝି,
ହିଡମ୍ବି ନାଏକ, ବୈଦ୍ୟନାଥ ଧଙ୍ଗଡା ମାଝୀ, ପ୍ରହଲ୍ଲାଦ ସାହୁ,ଝୁନୀରାଣୀ ସାହୁ,କୁଞ ବିହାରୀ ନାଗ, ଅମୁଲ୍ୟ ନାଏକ,ସୁନୀତା ନାହକ,ପ୍ରବଣ ଯୋଶୀ, ଚୈତନ୍ୟ ଚଲାନ, କାଦମ୍ବିନୀ ମାଝୀ,ପିନାକିନୀ ପ୍ରିୟ ଦର୍ଶିନି ସାହୁ,ଅରୁପା ନନ୍ଦ ସାହୁ,ଗୋବିନ୍ଦ ସୁଆର,ପୁଲସି ମହାନନ୍ଦ,
ଥବିରାମ ହରିଜନ, ମାନିନୀ ହରିଚନ୍ଦନ,ଅରୁଣ ଦାସ, ପରମାନନ୍ଦ ପ୍ରଧାନି ଶ୍ୟାମସୁନ୍ଦର ଶବର, ଉମେଶ ଛତ୍ରିଆ, ପ୍ରମୋଦ ପଟେଲ,ସୁରେନ୍ଦ୍ର ମାଝି,ସଞିବ ଶବର, ଦେବରାଜ ମାଝୀ, ସସ୍ମିତା ସାହୁ,ଆଶା ରାଉତ, ମାଳତୀ ବାଣୁଆ,ତରୁଲତା ନାଏକ,ରଜନୀ ମାଝି, ପ୍ରମୁଖ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମର ବିଭିନ୍ନ ଦାୟିତ୍ଵ ସଵୁ ହାତକୁ ନେଇ ପରିଚାଳନାରେ ପୁର୍ଣ୍ଣ ସହଯୋଗ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଖେଳ ଶିକ୍ଷକ ଅମୁଲ୍ୟ ନାଏକ ଏବଂ ସହ ଶିକ୍ଷକ ପ୍ରଣବ କୁମାର ଯୋଶୀ ଅତି ସୁନ୍ଦର ଭାବରେ ମଞ୍ଚ ପରିଚାଳନା କରିଥିଲେ । ଏଥିରେ  ଶତାଧିକ ଅବିଭାବକମାନେ ମଧ୍ୟ ସାମିଲ ହୋଇ ବେଶ୍ ଉତ୍ସାହିତ ହୋଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like