-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଷଣ୍ଢପଥର ଏସଏସ ଡ଼ି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ ଉଛବ ପାଳିତ

22-Jan-2025



ଜମନକିରା: ଜମନକିରା ବ୍ଲକ ବଡ଼ରମା ପଞ୍ଚାୟତ ଷଣ୍ଢପଥର ଯୁକ୍ତ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାର୍ଷିକ ଖେଳ ପ୍ରତିଯୋଗିତା ଏବଂ ବାର୍ଷିକ ଉଚ୍ଚବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ କୁଚିଣ୍ଡା ଉପ ଜିଲ୍ଲାପାଳ ଗୌରବମୟ ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଜମନକିରା ବିଡ଼ିଓ ରବୀନ୍ଦ୍ର ସେଠି, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଟିକେଶ୍ୱର ପଧାନ, ଜମନକିରା ବ୍ଲକ ଏ. ଇ. ଇ ସାଲିନି ସିଂ, କଲେଜ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ଜ୍ୟୋତ୍ସ୍ନା ଦାଶ, ଜମନକିରା ଷ୍ଟେଟ ବ୍ୟାଙ୍କ ମ୍ୟାନେଜର ଦିଲୀପ ଦାସ, ଷଣ୍ଢପଥର ଏସ.ଏସ.ଡ଼ି ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ଜଗତ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଡେପୁଟି ସେକେଟ୍ରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ବଲପୁର ମହେନ୍ଦ୍ର ବେହେରା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ରେ ଅଧ୍ୟାପିକା ସମଲେଶ୍ୱରୀ ତନ୍ତୀ ଅତିଥି ପରିଚୟ ପ୍ରଧାନ କରିଥିଲେ। ବିଦ୍ୟାଳୟ ନିର୍ମାଣ ପାଇଁ ଅଞ୍ଚଳ ର ୮ ଜଣ ବ୍ୟକ୍ତି ନିଜସ୍ୱ ଜମି ଦାନ କରିଥିବାରୁ ଏହି ଜମି ଦାତାଙ୍କୁ ଅନୁଷ୍ଠାନ ପକ୍ଷରୁ ଅତିଥି ମାନଙ୍କ ଦ୍ୱାରା ଉପଢୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ବିଦ୍ୟାଳୟ ପକ୍ଷରୁ ଆୟୋଜନ କରାଯାଇଥିବା ଖେଳ ପ୍ରତିଯୋଗିତା ରେ ଉତ୍ତୀର୍ଣ ହୋଇଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ। ସବା ଶେଷରେ କଲେଜ ଅଧ୍ୟକ୍ଷା ଜ୍ୟୋତୀରମଇ ଜୋସନା ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଅପରାହ୍ନ ୩ଟାରୁ ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। 
(ଜମନକିରା ରୁ ନଗମା ବେଗମଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like