-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ତୃତୀୟ ବିମଳେଇ ମହୋତ୍ସବ ଉଦଘାଟିତ

23-Jan-2025



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ମିନି ଷ୍ଟାଡିୟମ ଠାରେ ତୃତୀୟ ବିମଲେଇ ମହୋତ୍ସବ ଉଦଘାଟିତ ହୋଇଯାଇଛି । ମହୋତ୍ସବ ର ସଭାପତି ଭରତଭୂଷଣ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ  ମୁଖ୍ୟଅତିଥି ଭାବେ ପୁଇଁତଳା ବ୍ଲକ ଚେୟାରମ୍ୟାନ ସରୋଜ ପ୍ରଧାନ ଯୋଗଦେଇ ନିଜ ବକ୍ତବ୍ଯରେ ଆମ ଲୋକକଳା ଆମ ଗୌରବ ଓ ପ୍ରତ୍ଯେକ ଜାତିକୁ ତାର ଲୋକକଳା ଗୌରବାନ୍ବିତ କରିଥାଏ ଏବଂ ସଂସ୍କୃତିର

ପରିଭାଷାକୁ ଦ୍ଵିଗୁଣିତ କରିଥାଏ ବୋଲି କହିବା ସହ ଏକତା ବଜାୟ ରହିଲେ ସଫଳତା ମିଳେ ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ରାଜକିଶୋର ପଣ୍ଡା ଯୋଗଦେଇ ମହୋତ୍ସବର ଆୟୋଜକ ମାନଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହ ସ୍ଥାନୀୟ କଳାକାର ମାନଙ୍କ ପାଇଁ ଏ ମହୋତ୍ସବ ନିଜର କଳାକୁ ଦେଖେଇବାର ପ୍ରକୃଷ୍ଟ ମଂଚ ବୋଲି କହିବା ସହ ସ୍ଥାନୀୟ ଅଂଚଳର ଶିକ୍ଷାର ବିକାଶ ଦିଗରେ ବିଲେଇସର୍ଡାର ବରପୁତ୍ର ରାଧାଶ୍ୟାମ ଗୁରୁଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ । ସମ୍ମାନୀତ ଅତିଥି ଭାବେ ବିଲେଇସର୍ଡା ସରପଞ୍ଚ ସୁଶାନ୍ତ ଛତ୍ରିଆ ନିଜ ବକ୍ତବ୍ଯରେ  ଲୋକକଳା ଲୋକ ସଂସ୍କୃତିର ଜୀବନ୍ତ ବାର୍ତ୍ତାବହ ଓ ଏହାର ଭୂମୀକା ଖୁବ ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ। ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟର ଛାତ୍ରୀ ଆଦ୍ୟାଶା,ଲିପ୍ସା,ମୌସୁମୀ,ସୁନେନା, ସେବତୀ,ଆଦ୍ଯାସାଙ୍କ ଦ୍ବାରା ପ୍ରାରମ୍ଭିକ ସ୍ବାଗତ ସଙ୍ଗୀତ ଓ ସନ୍ଥ ଦିବ୍ଯଜୀବନ ଗୁରୁକୁଳର ଛାତ୍ରୀମାନଙ୍କ ଦ୍ବାରା ସ୍ବାଗତ ନୃତ୍ଯ ପରିବେଷଣ ହୋଇଥିଲା। ଜ୍ୟୋତିପ୍ରକାଶ ସାହୁ କାର୍ଯ୍ଯକ୍ରମ ର ସଂଯୋଜନା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷକ କିଶୋର ବିଶ୍ବାଳ । ସଭାପରେ କଂସ ଦରବାର ବସିଥିଲା।

ଗୋପାଳ ଦାସ କଂସ ଭୂମୀକାରେ ଅଭିନୟ କରିଥିଲେ। କଂସ ଦରବାର ରେ ଜ୍ୟୋତିଧାରା କଳା ପରିଷଦ ବେଲବାହାଲିର ର କୁନି କଳାକାର ମାନଙ୍କ ଦ୍ବାରା ଦଳଗତ ନୃତ୍ଯ ,ରାଜନନ୍ଦିନୀ ପଟ୍ଟନାୟକଙ୍କ ଏକକ ନୃତ୍ଯ, ଓମ୍ ବାଗ ଓ ତୃପ୍ତୀ ପ୍ରଧାନଙ୍କ ଦଳଗତ ନୃତ୍ଯ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଅନେକ କଳାକାର ନିଜର କଳା ପ୍ରଦର୍ଶନ କରିବେ ବୋଲି  ବିମଲେଇ ମହୋତ୍ସବ ଆଯୋଜନ କମିଟୀ ତରଫରୁ ସୂଚନା ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like