-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||     

HOME   ଜିଲ୍ଲା

*ପାପଡାହାଣ୍ଡି ବ୍ଳକସ୍ତରିୟ ମଗଧା ଗୈାଡ ସମାଜର ବନ୍ଧୁମିଳନ*

23-Jan-2025



ନବରଙ୍ଗପୁର :-(ମିହିର ଶଙ୍କର ପାତ୍ର,)
ରାଇଲିଗୁଡା ଠାରେ ଅଵିଭକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭାର ସାଧାରଣ ସଂପାଦକ ଶ୍ରୀ ଯୁକ୍ତ ପର୍ଶୁରାମ ନାୟକଙ୍କ ଅଧ୍ୟକ୍ଷତାରେ ଶାଖା ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ବ୍ଳକ ସ୍ତରୀୟ  ମଗଧା ଗୈାଡ ସମାଜର ୨୦୨୫ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜନ କୋରାଯାଇଥିଲା
 ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ ଅବିଭକ୍ତ କୋରାପୁଟ ଜିଲ୍ଲାର ମଗଧା ଗୈାଡ ମହାସଭା ର ସଭାପତି ଶ୍ରୀଯୁକ୍ତ ଭୁବନ ଗୈାଡ ସମ୍ମାନିତ ଅତିଥି ରୂପେ ଯୋଗଦେଇ ଥିଲେ ଡାବୁଗାଁର ସମାଜ ସେଵକଶ୍ରୀଯୁକ୍ତ ମଣ୍ଟୁ ପରିଡ଼ା, ଅବିଭକ୍ତ କୋରାପୁଟ ଜିଲ୍ଲା ମଗଦା ଗୈାଡ ମହାସଭାର କୋଷାଧ୍ୟକ୍ଷ ଶ୍ରୀ ସନ୍ୟା ଗୈାଡ ସମ୍ମାନିତ ଅତିଥି ରୂପେ ଯୋଗଦେଇ ଥିଲେ

ପାପଡା ହାଣ୍ଡି ବ୍ଳକର ଶ୍ରୀ ଜଗବନ୍ଧୁ ଗୈାଡ, ଶୁକ୍ର ଗୈାଡ,ଭରତନିହାଲ, ହରି ଗୈଡ   ସରଣ ଗୈଡ, ଡାଵୁଗାଁ ବ୍ଲକ ସଭାପତି କୁର୍ପାସିନ୍ଦୁ ଗୈଡ, ଦୟୁନୁ ଗୈଡ, ନଵରଙ୍ଗପୁର ପ୍ରଲାଦ ଗୈାଡ, ତେନ୍ତୁଳିଖୁଣ୍ଟି ବ୍ଳକ ପିତବାସ ନାୟକ,ଘନପତି ଗୈାଡ,  କଷାଗୁମଣ୍ଡା ଡାଲବନ୍ଦୁ ଗୈାଡ,ଲକିନାଥ ଗୈାଡ, ଦାସରଥିନାୟକ, ବାନୁଆଗୁଢା ଜଗବନ୍ଧୁ ଗୈାଡ, ଅବିଭକ୍ତ କୋରାପୁଟ ଜିଲ୍ଲାର ମଗଧା ଗୈାଡ ମହାସଭାର ସଭାନେତ୍ରୀ ଶ୍ରୀମତୀ ସୁଜାତା ଗୈଡ, ସମେତ ପ୍ରାୟ ଦୁଇ ହଜାରରୁ ଊର୍ଦ୍ଧ୍ବ ଗୈାଡ ସମାଜର ମହିଳା ପୁରୁଷ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   12-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   12-Mar-2026
  ଜିଲ୍ଲା  
*ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   12-Mar-2026
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026
  ଜିଲ୍ଲା  
ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର   12-Mar-2026
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026

You Might Also Like