-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଓ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ

23-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିଜେପୁରରେ ଓଡ଼ିଶାର ଦୁଇ ବରପୁତ୍ର ବୀର ସୁରେନ୍ଦ୍ର ସାଏ ଓ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଛି । ମାନନୀୟ ଶ୍ରୀଯୁକ୍ତ ଇଲାକାନ୍ତ ମିଶ୍ର ଦୀପ ପ୍ରଜ୍ଜ୍ୱଳନ କରି ବରପୁତ୍ରଙ୍କ ଫଟୋରେ ମାଲ୍ୟାର୍ପଣ କରିଥିଲେ । ସହ-ପ୍ରଧାନ ଆଚାର୍ଯ୍ୟ ସଦାନନ୍ଦ ପଧାନ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଅଫୁରନ୍ତ ଶକ୍ତି ଓ ସାହସର ଉତ୍ସ ସୁଭାଷ ଥିଲେ ପ୍ରକୃତରେ ବିଶ୍ଵର ବିସ୍ମୟ ବୋଲି ବିଦ୍ୟାଳୟର ଆନନ୍ଦ ଗୁରୁଜୀ ମତବ୍ୟକ୍ତ  କରିଥିଲେ । ବଳିଷ୍ଠ ବୈପ୍ଳବିକ ଅନ୍ତଃଚେତନାରେ ଉଦ୍ଭାସିତ ଯାହାଙ୍କ ସର୍ବାଙ୍ଗ ଶରୀର ସେହି ବୀର ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ସୁସଂଗଠିତ ଆନ୍ଦୋଳନ ବିଷୟରେ ଆଚାର୍ଯ୍ୟ ଭୈରବ ଭୁଏ ବୌଦ୍ଧିକ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମଟିକୁ  ଆଚାର୍ଯ୍ୟା ଗୀତାଞ୍ଜଳି ସାହୁ ସଂଯୋଜନା କରିଥିଲେ । ଛାତ୍ରୀ ଆଓଲିନା ସାୟନ୍ତିକା ସାହୁ ଶିଶୁ ବୌଦ୍ଧିକ ଦେଇଥିଲେ । ଆଚାର୍ଯ୍ୟ ଉମାକାନ୍ତ ଜାଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like