-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାର ପୋଡ଼ାଗଡକୁ ନୂତନ ବ୍ଲକ ଗଠନ ନିମନ୍ତେ ଦାବୀ ଜୋରଧରିଛି*

23-Jan-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଉମରକୋଟ ବ୍ଲକର ଭଣ୍ଡାରିଗୁଡା ଗ୍ରାମ ପଂଚାୟତ ଅଧିନରେ ଥିବା ଐତିହାସିକ ପିଠ ପୋଡ଼ାଗଡ ଠାରେ ଏକ ନୂତନ ପଞ୍ଚାୟତ ସମିତି ଗଠନ ନିମନ୍ତେ ଆଠ ଗୋଟି ଗ୍ରାମ ପଞ୍ଚାୟତ ର ନିର୍ବାଚିତ ଜନ ପ୍ରତିନିଧି  ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ଓ ସମସ୍ତ ୱାର୍ଡ ମେମ୍ବର ସହିତ ସମସ୍ତ ବୁଦ୍ଧିଜୀବୀ ଶତାଧିକ ଜନସାଧାରଣ ଉପସ୍ଥିତ ରହି ପୋଡ଼ାଗଡ କୁ ଏକ ନୂତନ ପଂଚାୟତ ସମିତି ଗଠନ ନିମନ୍ତେ ସରକାରଙ୍କ ଠାରେ ଦାବୀ ଜଣାଇବାକୁ ବୈଠକରେ ନିଷ୍ପତ୍ତି ନିଆ ଯାଇଥିଲା l  ଉକ୍ତ ପଞ୍ଚାୟତ ଗୁଡ଼ିକ ଉମରକୋଟ ବ୍ଲକ ଅଫିସ ଠାରୁ ୪୦ ରୁ ୫୦କିଲୋ ମିଟର ରାସ୍ତା ଦୂରତା ହେଉଥିବାରୁ ଯେ କୌଣସି ସରକାରୀ କାର୍ଯ୍ୟ ନିମନ୍ତେ ଯାତାୟାତ କରିବାକୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ବିଭିନ୍ନ ସମସ୍ୟା ଗୁଡ଼ିକୁ ଜଣେଇବାକୁ ହେଲେ ସହଜରେ ସମାଧାନ ହୋଇ ପାରୁନାହି । ବାର୍ଦ୍ଧକ୍ୟ ଭତ୍ତା ,ରାସ୍ତାଘାଟ ଓ ପାନୀୟ ଜଳର ବ୍ୟବସ୍ଥା ନିମନ୍ତେ ଅନେକ ଦୂର ଯିବାକୁ ପଡୁଛି , ତତ୍ ସହିତ ଦୁର୍ଗମ ଅଞ୍ଚଳ କୁ ରାସ୍ତା ନିର୍ମାଣ ସମ୍ଭବ ହୋଇ ପାରୁନି ।ଏଣୁ ସମସ୍ତ ଜନସାଧାରଣ ପୋଡ଼ାଗଡ ଠାରେ ନୂତନ ବ୍ଲକ ସ୍ଥାପନ କରାଗଲେ ଉକ୍ତ ଅଞ୍ଚଳର ସର୍ବାଙ୍ଗୀନ ଉନ୍ନତି ହୋଇ ପାରିବ ବୋଲି ଜନସାଧାରଣ ଜିଲ୍ଲପାଳଙ୍କୁ ଦାବୀପତ୍ର ପ୍ରଦାନ କରିଛନ୍ତି, ଉକ୍ତ ଦାବୀପତ୍ର କୁ ସରକାରଙ୍କ ନିକଟରେ କିଭଳି ପହଞ୍ଚି କର୍ଯ୍ୟକାରିହେବ  ତାହା ଜନସାଧାରଣ ଜିଲ୍ଲପାଳଙ୍କ ନିକଟରେ ଆଶା ରଖିଛନ୍ତି ।ଉକ୍ତ ବୈଠକରେ ଉମରକୋଟ ପଞ୍ଚାୟତ ସମିତି ଚେୟାରମେନ ଶ୍ରୀମତୀ ସୁଶୀଳା ମାଝୀ, ଉପାଧ୍ୟକ୍ଷ ଶ୍ୟାମଳ ସରକାର ,୩ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ଡାଳିମ୍ବ ଭତ୍ରା, ଭଣ୍ଡାରିଗୁଡା ପୂର୍ବତନ ସରପଞ୍ଚ ଉର୍ଦ୍ଧବ ଚରଣ ନାୟକ ,ସମାଜ ସଂଗଠକ ଦେବିଶିଂ ମାଝୀ , ତୁଳସୀରାମ ଭତ୍ରା,ତୋରେଙ୍ଗା ସରପଞ୍ଚ ମନୁ ଭତ୍ରା, ସୀଙ୍ଗିଶାରି ଡମ୍ବରୁ ମାଝୀ ସମେତ କାରାଗାଁ, ମୁଣ୍ଡିଗୁଡ଼ା, ନେହୁରା ଓ ବେନୋରା ପଂଚାୟତ ର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like