-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତି

23-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସ୍ଵାଧୀନତା ସଂଗ୍ରାମ ର ପରାକ୍ରମୀ ସଂଗ୍ରାମୀ ଯୋଦ୍ଧା ଥିଲେ ବୋଲି ବରଗଡ଼ ରାଣା ପ୍ରତାପ ସ୍କୁଲ ଠାରେ ଉଭୟ ମହାପୁରୁଷ ଙ୍କ ଜୟନ୍ତୀ ପାଳନ ଅବସର ରେ ମତ ପ୍ରକାଶ ପାଇଛି ।ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି କାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ଵାଧୀନତା ସଂଗ୍ରାମ ରେ ଉଭୟ ନେତା ଙ୍କ ପରାକ୍ରମ ଅବର୍ଣ୍ଣନୀୟ ବୋଲି ମତ ବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ଚାଷୀ ନେତା ସଚ୍ଚିଦାନନ୍ଦ ପଣ୍ଡା,
ଅବସର ପ୍ରାପ୍ତ ଶିକ୍ଷକ କପିଲ ବାଗ, ପ୍ରମୁଖ ଯୋଗଦେଇ ଥିବା ବେଳେ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା ବି ଜ୍ଞାନ ଶିକ୍ଷୟିତ୍ରୀ ନିଳୀମା ପ୍ରଧାନ ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି କାର୍ଯ୍ୟ କ୍ରମ ଅବସର ରେ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଚିତ୍ରାଙ୍କନ ,ଭାଷଣ
ଓ ଦେଶାତ୍ମ ବୋଧକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଟିତ ହୋଇ ଥିବା ବେଳେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଚାରକ ଭାବେ ସୁନୀତା ମିଶ୍ର,ଗୀତା ଜାଲ,ଭାରତୀ ସେଟ୍,ବବିତା ନାଏକ ପ୍ରମୁଖ ଯୋଗ ଦେଇ ମୂଲ୍ୟାଙ୍କନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସୀମା ଭୋଇ ଜ୍ୟୋତି ବେହେରା ସାଜ୍ଞା ପ୍ରଧାନ ସୁରେଖା ମୁଗ୍ରୀ ପ୍ରମୁଖ ଯୋଗ ଦେଇ ଉଭୟ ମହାପୁରୁଷ ଙ୍କ ସ୍ମୃତି ଚାରଣ କରି ଥିବା ବେଳେ କଣ୍ଠ ଶିଳ୍ପୀ ସୀମା ସାହୁ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like